ଯାତ୍ରା ପୁସ୍ତକ 12:11 - ଓଡିଆ ବାଇବେଲ11 ଏହି ପ୍ରକାରେ ତୁମ୍ଭେମାନେ ତାହା ଚଞ୍ଚଳ ଭୋଜନ କରିବ, କାରଣ ତୁମ୍ଭମାନେ କଟି ବନ୍ଧନ କରି ପାଦରେ ପାଦୁକା ଦେଇ ହସ୍ତରେ ଯଷ୍ଟି ଘେନି ଯାତ୍ରା କରିବା ନିମନ୍ତେ ପ୍ରସ୍ତୁତ ହେବ; ଏହା ସଦାପ୍ରଭୁଙ୍କର ନିସ୍ତାର ପର୍ବ। Gade chapit laପବିତ୍ର ବାଇବଲ (Re-edited) - (BSI)11 ଏହି ପ୍ରକାରେ ତୁମ୍ଭେମାନେ ତାହା ଭୋଜନ କରିବ, ଅର୍ଥାତ୍ କଟି ବନ୍ଧନ କରି ପାଦରେ ପାଦୁକା ଦେଇ ହସ୍ତରେ ଯଷ୍ଟି ଘେନି ଚଞ୍ଚଳ ତାହା ଭୋଜନ କରିବ; ଏହା ସଦାପ୍ରଭୁଙ୍କର ନିସ୍ତାର ପର୍ବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଏହି ପ୍ରକାରେ ତୁମ୍ଭେମାନେ ତାହା ଚଞ୍ଚଳ ଭୋଜନ କରିବ, କାରଣ ତୁମ୍ଭେମାନେ କଟିବନ୍ଧନ କରି ପାଦରେ ପାଦୁକା ଦେଇ ହସ୍ତରେ ଯଷ୍ଟି ଘେନି ଯାତ୍ରା କରିବା ନିମନ୍ତେ ପ୍ରସ୍ତୁତ ହେବ; ଏହା ସଦାପ୍ରଭୁଙ୍କର ନିସ୍ତାର ପର୍ବ। Gade chapit laପବିତ୍ର ବାଇବଲ11 “ତୁମ୍ଭେମାନେ ଯେତେବେଳେ ଏହି ମାଂସ ଭୋଜନ କରିବ, ସେତେବେଳେ ତୁମ୍ଭେମାନେ ଉତ୍ତମ ପୋଷାକମାନ ପରିଧାନ କରିବ, ତୁମ୍ଭେମାନେ ଭ୍ରମଣ ପାଇଁ ଯିବା ବେଳେ ଯେଉଁପରି ଭାବରେ ପୋଷାକ ପରିଧାନ କର। ତୁମ୍ଭେ ଜୋତା ପିନ୍ଧିବା ଉଚିତ୍ ଓ ତୁମ୍ଭ ହସ୍ତରେ ତୁମ୍ଭର ଆଶାବାଡ଼ି ରହିବା ଉଚିତ୍। ତୁମ୍ଭେ ଏହାକୁ ଶୀଘ୍ର ଭୋଜନ କରିବ। କାରଣ ଏହା ହେଉଛି ସଦାପ୍ରଭୁଙ୍କର ନିସ୍ତାରପର୍ବ। Gade chapit la |