Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 12:18 - ଓଡିଆ ବାଇବେଲ

18 ତୁମ୍ଭେମାନେ ପ୍ରଥମ ମାସର ଚଉଦ ଦିନର ସନ୍ଧ୍ୟା ସମୟରୁ ଏକୋଇଶ ଦିନର ସନ୍ଧ୍ୟା ପର୍ଯ୍ୟନ୍ତ ତାଡ଼ିଶୂନ୍ୟ ରୁଟି ଭୋଜନ କରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ତୁମ୍ଭେମାନେ ପ୍ରଥମ ମାସର ଚଉଦ ଦିନର ସନ୍ଧ୍ୟା ସମୟରୁ ଏକୋଇଶ ଦିନର ସନ୍ଧ୍ୟା ପର୍ଯ୍ୟନ୍ତ ତାଡ଼ିଶୂନ୍ୟ ରୋଟୀ ଭୋଜନ କରିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ତୁମ୍ଭେମାନେ ପ୍ରଥମ ମାସର ଚଉଦ ଦିନର ସନ୍ଧ୍ୟା ସମୟରୁ ଏକୋଇଶ ଦିନର ସନ୍ଧ୍ୟା ପର୍ଯ୍ୟନ୍ତ ତାଡ଼ିଶୂନ୍ୟ ରୁଟି ଭୋଜନ କରିବ।

Gade chapit la Kopi

ପବିତ୍ର ବାଇବଲ

18 ତୁମ୍ଭେମାନେ ପ୍ରଥମ ମାସର ଚଉଦ ଦିନର ସନ୍ଧ୍ୟା ସମୟରୁ ଏକୋଇଶ ଦିନର ସନ୍ଧ୍ୟା ପର୍ଯ୍ୟନ୍ତ ତାଡ଼ିଶୂନ୍ୟ ରୋଟୀ ଭୋଜନ କରିବ।

Gade chapit la Kopi




ଯାତ୍ରା ପୁସ୍ତକ 12:18
6 Referans Kwoze  

ତୁମ୍ଭେମାନେ ସାତ ଦିନ ପର୍ଯ୍ୟନ୍ତ ତାଡ଼ିଶୂନ୍ୟ ରୁଟି ଖାଇବ; ବିଶେଷତଃ ପ୍ରଥମ ଦିନ ଆପଣା ଆପଣା ଗୃହରୁ ତାଡ଼ି ଦୂର କରିବ, କାରଣ ଯେଉଁ ଜନ ପ୍ରଥମ ଦିନଠାରୁ ସପ୍ତମ ଦିନ ପର୍ଯ୍ୟନ୍ତ ତାଡ଼ି ମିଶ୍ରିତ ରୁଟି ଖାଇବ, ସେ ପ୍ରାଣୀ ଇସ୍ରାଏଲ ମଧ୍ୟରୁ ଉଚ୍ଛିନ୍ନ ହେବ।


ପରେ ଖମୀରଶୂନ୍ୟ ରୁଟି ପର୍ବର ପ୍ରଥମ ଦିନରେ ଶିଷ୍ୟମାନେ ଯୀଶୁଙ୍କ ପାଖକୁ ଆସି ପଚାରିଲେ, ଆମ୍ଭେମାନେ କେଉଁ ସ୍ଥାନରେ ଆପଣଙ୍କ ପାଇଁ ନିସ୍ତାର ପର୍ବର ଭୋଜ ପ୍ରସ୍ତୁତ କରିବୁ ବୋଲି ଆପଣ ଇଚ୍ଛା କରନ୍ତି ?


ଇସ୍ରାଏଲ ସନ୍ତାନଗଣ ଗିଲ୍‍ଗଲ୍‍ରେ ଛାଉଣି ସ୍ଥାପନ କଲେ; ପୁଣି ସେମାନେ ସେହି ମାସର ଚତୁର୍ଦ୍ଦଶ ଦିନ ସନ୍ଧ୍ୟା ବେଳେ ଯିରୀହୋ-ପଦାରେ ନିସ୍ତାର ପର୍ବ ପାଳନ କଲେ।


Swiv nou:

Piblisite


Piblisite