ଯାତ୍ରା ପୁସ୍ତକ 15:11 - ଓଡିଆ ବାଇବେଲ11 ହେ ସଦାପ୍ରଭୁ, ଦେବଗଣ ମଧ୍ୟରେ ତୁମ୍ଭ ତୁଲ୍ୟ କିଏ ? ତୁମ୍ଭ ସମାନ ପବିତ୍ରତାରେ ଆଦରଣୀୟ, ପ୍ରଶଂସାରେ ଭୟାନକ ଓ ଆଶ୍ଚର୍ଯ୍ୟକ୍ରିୟାକାରୀ କିଏ ? Gade chapit laପବିତ୍ର ବାଇବଲ (Re-edited) - (BSI)11 ହେ ସଦାପ୍ରଭୁ, ଦେବଗଣ ମଧ୍ୟରେ ତୁମ୍ଭ ତୁଲ୍ୟ କିଏ? ତୁମ୍ଭ ସମାନ ପବିତ୍ରତାରେ ଆଦରଣୀୟ, ପ୍ରଶଂସାରେ ଭୟାନକ ଓ ଆଶ୍ଚର୍ଯ୍ୟକ୍ରିୟାକାରୀ କିଏ? Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ହେ ସଦାପ୍ରଭୁ, ଦେବଗଣ ମଧ୍ୟରେ ତୁମ୍ଭ ତୁଲ୍ୟ କିଏ? ତୁମ୍ଭ ସମାନ ପବିତ୍ରତାରେ ଆଦରଣୀୟ, ପ୍ରଶଂସାରେ ଭୟାନକ ଓ ଆଶ୍ଚର୍ଯ୍ୟକ୍ରିୟାକାରୀ କିଏ? Gade chapit laପବିତ୍ର ବାଇବଲ11 “ହେ ସଦାପ୍ରଭୁ, ତୁମ୍ଭ ତୁଲ୍ୟ ଆଉ କୌଣସି ଦେବତା ଅଛି କି? ନା, ତୁମ୍ଭ ପରି ଆଉ କେହି ନାହାନ୍ତି। ତୁମ୍ଭେ ପବିତ୍ର ଅଟ। ତୁମ୍ଭେ ଆଶ୍ଚର୍ଯ୍ୟ ଶକ୍ତିରେ ପରିପୂର୍ଣ୍ଣ, ତୁମ୍ଭେ ବଡ଼ ଅଦ୍ଭୂତ କାର୍ଯ୍ୟ କର! Gade chapit la |
କିଅବା ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ମିସରରେ ତୁମ୍ଭମାନଙ୍କ ସାକ୍ଷାତରେ ଯେଉଁ ସକଳ କର୍ମ କରିଅଛନ୍ତି, କି ତଦନୁସାରେ ପରୀକ୍ଷାସିଦ୍ଧ ପ୍ରମାଣ ଦ୍ୱାରା, ଚିହ୍ନ ଦ୍ୱାରା, ଆଶ୍ଚର୍ଯ୍ୟ କର୍ମ ଦ୍ୱାରା, ଯୁଦ୍ଧ ଦ୍ୱାରା, ପରାକ୍ରାନ୍ତ ହସ୍ତ ଦ୍ୱାରା, ବିସ୍ତାରିତ ବାହୁ ଦ୍ୱାରା ଓ ଭୟଙ୍କର ମହାକର୍ମ ଦ୍ୱାରା ଅନ୍ୟ ଦେଶୀୟ ଲୋକଙ୍କ ମଧ୍ୟରୁ ଆପଣା ନିମନ୍ତେ ଏକ ଗୋଷ୍ଠୀ ଗ୍ରହଣ କରିବାକୁ ଆସି ଉପକ୍ରମ କରିଅଛନ୍ତି।