ଯାତ୍ରା ପୁସ୍ତକ 15:16 - ଓଡିଆ ବାଇବେଲ16 ତ୍ରାସ ଓ ଆଶଙ୍କା ସେମାନଙ୍କ ଉପରେ ପଡ଼ୁଅଛି; ହେ ସଦାପ୍ରଭୁ, ଯେପର୍ଯ୍ୟନ୍ତ ତୁମ୍ଭ ଲୋକମାନେ ଚାଲିଯାଇ ନାହାନ୍ତି, ଯେପର୍ଯ୍ୟନ୍ତ ତୁମ୍ଭ କ୍ରୀତ ଲୋକମାନେ ଚାଲିଯାଇ ନାହାନ୍ତି, ସେପର୍ଯ୍ୟନ୍ତ ତୁମ୍ଭ ବାହୁ ବଳ ଦ୍ୱାରା ସେମାନେ ପ୍ରସ୍ତର ନ୍ୟାୟସ୍ତବ୍ଧ ହୋଇ ରହିଅଛନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)16 ତ୍ରାସ ଓ ଆଶଙ୍କା ସେମାନଙ୍କ ଉପରେ ପଡ଼ୁଅଛି; ହେ ସଦାପ୍ରଭୁ, ଯେପର୍ଯ୍ୟନ୍ତ ତୁମ୍ଭ ଲୋକମାନେ ଚାଲିଯାଇ ନାହାନ୍ତି, ଯେପର୍ଯ୍ୟନ୍ତ ତୁମ୍ଭ କ୍ରୀତ ଲୋକମାନେ ଚାଲିଯାଇ ନାହାନ୍ତି, ସେପର୍ଯ୍ୟନ୍ତ ତୁମ୍ଭ ବାହୁ ବଳ ଦ୍ଵାରା ସେମାନେ ପ୍ରସ୍ତର ନ୍ୟାୟ ସ୍ତବ୍ଧ ହୋଇ ରହିଅଛନ୍ତି Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ତ୍ରାସ ଓ ଆଶଙ୍କା ସେମାନଙ୍କ ଉପରେ ପଡ଼ୁଅଛି; ହେ ସଦାପ୍ରଭୁ, ଯେପର୍ଯ୍ୟନ୍ତ ତୁମ୍ଭ ଲୋକମାନେ ଚାଲିଯାଇ ନାହାନ୍ତି, ଯେପର୍ଯ୍ୟନ୍ତ ତୁମ୍ଭ କ୍ରୀତ ଲୋକମାନେ ଚାଲିଯାଇ ନାହାନ୍ତି, ସେପର୍ଯ୍ୟନ୍ତ ତୁମ୍ଭ ବାହୁ ବଳ ଦ୍ୱାରା ସେମାନେ ପ୍ରସ୍ତର ନ୍ୟାୟ ସ୍ତବ୍ଧ ହୋଇ ରହିଅଛନ୍ତି। Gade chapit laପବିତ୍ର ବାଇବଲ16 ସେହି ସମସ୍ତ ଲୋକମାନେ ଭୟଭୀତ ହେବେ। ତୁମ୍ଭ ବାହୁର ଶକ୍ତି ଦ୍ୱାରା ସେମାନେ ପଥର ପରି ନିଶ୍ଚଳ ହେବେ, ଯେପର୍ଯ୍ୟନ୍ତ ତୁମ୍ଭର ଲୋକମାନେ, ଯେଉଁମାନଙ୍କୁ ତୁମ୍ଭେ ମୁକ୍ତ କଲ ଗ୍ଭଲି ଯାଇ ନାହାନ୍ତି। Gade chapit la |
ତୁମ୍ଭ ଲୋକ ଇସ୍ରାଏଲ ତୁଲ୍ୟ ପୃଥିବୀରେ ଆଉ କେଉଁ ଗୋଷ୍ଠୀ ଅଛି ? ସେମାନଙ୍କୁ ଆପଣା ଉଦ୍ଦେଶ୍ୟରେ ଏକ ଲୋକ ରୂପେ ମୁକ୍ତ କରିବାକୁ, ଓ ଆପଣା ନାମ କରିବାକୁ ପୁଣି ମିସରରୁ, ନାନା ଗୋଷ୍ଠୀ ଓ ସେମାନଙ୍କ ଦେବଗଣଠାରୁ ତୁମ୍ଭ ଉଦ୍ଦେଶ୍ୟରେ ମୁକ୍ତ ତୁମ୍ଭର ସେହି ଲୋକମାନଙ୍କ ସମ୍ମୁଖରେ ସେମାନଙ୍କ ପାଇଁ ମହତ୍ କର୍ମ ଓ ତୁମ୍ଭ ଦେଶ ପାଇଁ ଭୟାନକ କର୍ମ କରିବାକୁ ପରମେଶ୍ୱର ଆଗମନ କରିଥିଲେ।