Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 15:19 - ଓଡିଆ ବାଇବେଲ

19 କାରଣ ଫାରୋଙ୍କର ଅଶ୍ୱ, ରଥ ଓ ଅଶ୍ୱାରୂଢ଼ ଲୋକମାନେ ସମୁଦ୍ର ମଧ୍ୟରେ ପ୍ରବେଶ କରନ୍ତେ, ସଦାପ୍ରଭୁ ସେମାନଙ୍କ ଉପରେ ପୁନର୍ବାର ସମୁଦ୍ର ଜଳ ଆଣିଲେ; ମାତ୍ର ଇସ୍ରାଏଲ ସନ୍ତାନମାନେ ଶୁଷ୍କ ପଥ ଦେଇ ସମୁଦ୍ର ମଧ୍ୟରେ ଗମନ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 କାରଣ ଫାରୋଙ୍କର ଅଶ୍ଵ ଓ ରଥ ଓ ଅଶ୍ଵାରୂଢ଼ ଲୋକମାନେ ସମୁଦ୍ର ମଧ୍ୟରେ ପ୍ରବେଶ କରନ୍ତେ, ସଦାପ୍ରଭୁ ସେମାନଙ୍କ ଉପରେ ପୁନର୍ବାର ସମୁଦ୍ର ଜଳ ଆଣିଲେ; ମାତ୍ର ଇସ୍ରାଏଲ-ସନ୍ତାନମାନେ ଶୁଷ୍କ ପଥ ଦେଇ ସମୁଦ୍ର ମଧ୍ୟରେ ଗମନ କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 କାରଣ ଫାରୋଙ୍କର ଅଶ୍ୱ, ରଥ ଓ ଅଶ୍ୱାରୂଢ଼ ଲୋକମାନେ ସମୁଦ୍ର ମଧ୍ୟରେ ପ୍ରବେଶ କରନ୍ତେ, ସଦାପ୍ରଭୁ ସେମାନଙ୍କ ଉପରେ ପୁନର୍ବାର ସମୁଦ୍ର ଜଳ ଆଣିଲେ; ମାତ୍ର ଇସ୍ରାଏଲ ସନ୍ତାନମାନେ ଶୁଷ୍କ ପଥ ଦେଇ ସମୁଦ୍ର ମଧ୍ୟରେ ଗମନ କଲେ।

Gade chapit la Kopi

ପବିତ୍ର ବାଇବଲ

19 କାରଣ ଫାରୋଙ୍କର ଘୋଡ଼ା, ରଥ ଏବଂ ସୈନ୍ୟମାନେ ସବୁ ସମୁଦ୍ର ଭିତରକୁ ଗ୍ଭଲି ଯାଇଛନ୍ତି। ସଦାପ୍ରଭୁ ସେମାନଙ୍କ ଉପରେ ସମୁଦ୍ର ଜଳ ଆଚ୍ଛାଦିତ କରାଇଲେ। ମାତ୍ର ଇସ୍ରାଏଲ ଲୋକମାନେ ସମୁଦ୍ର ମଧ୍ୟରେ ଶୁଷ୍କ ରାସ୍ତାରେ ଗମନ କଲେ।

Gade chapit la Kopi




ଯାତ୍ରା ପୁସ୍ତକ 15:19
6 Referans Kwoze  

ବିଶ୍ୱାସ ଦ୍ୱାରା ସେମାନେ ଶୁଷ୍କ ଭୂମି ପାର ହେଲା ପରି ସୂଫ ସାଗରର ଭିତର ଦେଇ ପାର ହେଲେ, କିନ୍ତୁ ମିସରୀୟମାନେ ପାର ହେବାକୁ ଚେଷ୍ଟା କରିବାକୁ ଯାଇ ବୁଡ଼ି ମଲେ ।


ଯୁଦ୍ଧ ଦିନ ପାଇଁ ଅଶ୍ୱ ସୁସଜ୍ଜିତ ହୁଏ; ମାତ୍ର ଜୟ ସଦାପ୍ରଭୁଙ୍କଠାରୁ ହୁଏ।


ଯେ ରଥ ଓ ଅଶ୍ୱ, ସୈନ୍ୟ ଓ ବୀରଗଣକୁ ବାହାର କରି ଆଣନ୍ତି; ସେମାନେ ଏକତ୍ର ତଳେ ଶୋଇ ଆଉ ଉଠିବେ ନାହିଁ, ସେମାନେ ଲୁପ୍ତ ଓ ଛଣପଟ ପରି ନିଭିଯା’ନ୍ତି; ସେହି ସଦାପ୍ରଭୁ ଏହି କଥା କହନ୍ତି;


କାରଣ ଆମ୍ଭେମାନେ ପାର ହେବାଯାଏ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ସୂଫ ସାଗର ପ୍ରତି ଯେପରି କରି ଆମ୍ଭମାନଙ୍କ ସମ୍ମୁଖରୁ ତାହା ଶୁଷ୍କ କରିଥିଲେ, ସେପରି ତୁମ୍ଭେମାନେ ପାର ହେବାଯାଏ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କ ସମ୍ମୁଖରୁ ଯର୍ଦ୍ଦନ-ଜଳ ଶୁଷ୍କ କଲେ;


Swiv nou:

Piblisite


Piblisite