ଯାତ୍ରା ପୁସ୍ତକ 16:12 - ଓଡିଆ ବାଇବେଲ12 “ଆମ୍ଭେ ଇସ୍ରାଏଲ ସନ୍ତାନଗଣର ବଚସା ଶୁଣିଅଛୁ; ତୁମ୍ଭେ ସେମାନଙ୍କୁ କୁହ, ତୁମ୍ଭେମାନେ ସନ୍ଧ୍ୟା ସମୟରେ ମାଂସ ଭୋଜନ କରିବ ଓ ପ୍ରଭାତରେ ଅନ୍ନରେ ପରିତୃପ୍ତ ହେବ; ତହିଁରେ ଆମ୍ଭେ ଯେ ତୁମ୍ଭମାନଙ୍କର ସଦାପ୍ରଭୁ ପରମେଶ୍ୱର ଅଟୁ, ତାହା ତୁମ୍ଭେମାନେ ଜାଣିବ।” Gade chapit laପବିତ୍ର ବାଇବଲ (Re-edited) - (BSI)12 ଆମ୍ଭେ ଇସ୍ରାଏଲ-ସନ୍ତାନଗଣର ବଚସା ଶୁଣିଲୁ; ତୁମ୍ଭେ ସେମାନଙ୍କୁ କୁହ, ତୁମ୍ଭେମାନେ ସନ୍ଧ୍ୟା ବେଳେ ମାଂସ ଭୋଜନ କରିବ ଓ ପ୍ରଭାତରେ ଅନ୍ନରେ ପରିତୃପ୍ତ ହେବ ; ତହିଁରେ ଆମ୍ଭେ ଯେ ତୁମ୍ଭମାନଙ୍କର ସଦାପ୍ରଭୁ ପରମେଶ୍ଵର, ତାହା ଜାଣିବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 “ଆମ୍ଭେ ଇସ୍ରାଏଲ-ସନ୍ତାନଗଣର ବଚସା ଶୁଣିଅଛୁ; ତୁମ୍ଭେ ସେମାନଙ୍କୁ କୁହ, ‘ତୁମ୍ଭେମାନେ ସନ୍ଧ୍ୟା ସମୟରେ ମାଂସ ଭୋଜନ କରିବ ଓ ପ୍ରଭାତରେ ଅନ୍ନରେ ପରିତୃପ୍ତ ହେବ; ତହିଁରେ ଆମ୍ଭେ ଯେ ତୁମ୍ଭମାନଙ୍କର ସଦାପ୍ରଭୁ ପରମେଶ୍ୱର ଅଟୁ, ତାହା ତୁମ୍ଭେମାନେ ଜାଣିବ।’” Gade chapit laପବିତ୍ର ବାଇବଲ12 “ଆମ୍ଭେ ଇସ୍ରାଏଲର ଅଭିଯୋଗ ଶୁଣିଅଛୁ। ତେଣୁ ସେମାନଙ୍କୁ କୁହ, ‘ଆଜି ରାତିରେ ତୁମ୍ଭେମାନେ ମାଂସ ଭକ୍ଷ୍ୟଣ କରିବ। ଏବଂ ପ୍ରଭାତରେ ତୁମ୍ଭର ଆବଶ୍ୟକ ପରିମାଣର ରୋଟୀ ଖାଇବ। ଏଥିରେ ତୁମ୍ଭେମାନେ ଜାଣି ପାରିବ ଯେ, ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।’” Gade chapit la |
ଆଉ, ସେହି ତୃତୀୟାଂଶକୁ ଆମ୍ଭେ ଅଗ୍ନି ମଧ୍ୟଦେଇ ଆଣିବା ଓ ରୂପା ଯେପରି ପରିଷ୍କୃତ ହୁଏ, ତଦ୍ରୂପ ସେମାନଙ୍କୁ ପରିଷ୍କାର କରିବା, ଆଉ ସୁନା ଯେପରି ପରୀକ୍ଷିତ ହୁଏ, ସେପରି ସେମାନଙ୍କୁ ପରୀକ୍ଷା କରିବା। ସେମାନେ ଆମ୍ଭ ନାମରେ ପ୍ରାର୍ଥନା କରିବେ ଓ ଆମ୍ଭେ ସେମାନଙ୍କର ପ୍ରାର୍ଥନା ଶୁଣିବା। ଆମ୍ଭେ କହିବା, ‘ଏମାନେ ଆମ୍ଭର ଲୋକ’ ଆଉ, ସେମାନେ କହିବେ, ‘ସଦାପ୍ରଭୁ ଆମ୍ଭର ପରମେଶ୍ୱର ଅଟନ୍ତି।’”