Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 16:19 - ଓଡିଆ ବାଇବେଲ

19 ଏଥିଉତ୍ତାରେ ମୋଶା ସେମାନଙ୍କୁ କହିଲେ, “ତୁମ୍ଭେମାନେ କେହି ପ୍ରାତଃ କାଳ ପର୍ଯ୍ୟନ୍ତ କିଛି ରଖ ନାହିଁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 ଅନନ୍ତର ମୋଶା ସେମାନଙ୍କୁ କହିଲେ, ତୁମ୍ଭେମାନେ କେହି ପ୍ରାତଃ କାଳ ପର୍ଯ୍ୟନ୍ତ କିଛି ରଖ ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ଏଥିଉତ୍ତାରେ ମୋଶା ସେମାନଙ୍କୁ କହିଲେ, “ତୁମ୍ଭେମାନେ କେହି ପ୍ରାତଃକାଳ ପର୍ଯ୍ୟନ୍ତ କିଛି ରଖ ନାହିଁ।”

Gade chapit la Kopi

ପବିତ୍ର ବାଇବଲ

19 ମୋଶା ସେମାନଙ୍କୁ କହିଲେ, “ଆସନ୍ତା ଦିନ ପାଇଁ ଖାଦ୍ୟ ସଂଗ୍ରହ କରି ରଖ ନାହିଁ।”

Gade chapit la Kopi




ଯାତ୍ରା ପୁସ୍ତକ 16:19
5 Referans Kwoze  

ତୁମ୍ଭେ ତାଡ଼ିଯୁକ୍ତ ଦ୍ରବ୍ୟ ସହିତ ଆମ୍ଭ ବଳିର ରକ୍ତ ଉତ୍ସର୍ଗ କରିବ ନାହିଁ; ପୁଣି, ଆମ୍ଭ ଉତ୍ସବ-ସମ୍ପର୍କୀୟ ମେଦ ରାତ୍ରିଯାକ ପ୍ରଭାତ ପର୍ଯ୍ୟନ୍ତ ରଖିବ ନାହିଁ।


ପୁଣି, ପ୍ରଭାତ ଯାଏ ତହିଁର କିଛି ରଖିବ ନାହିଁ; ଯଦି ପ୍ରଭାତ ପର୍ଯ୍ୟନ୍ତ କିଛି ଅବଶିଷ୍ଟ ରହିବ, ତାହା ଅଗ୍ନିରେ ଭସ୍ମସାତ୍‍ କରିବ।


ଅତଏବ କାଲି ପାଇଁ ଚିନ୍ତିତ ହୁଅ ନାହିଁ, କାରଣ କାଲି ନିଜେ ନିଜ ପାଇଁ ଚିନ୍ତା କରିବ । ଆଜିର କଷ୍ଟ ଆଜି ପାଇଁ ଯଥେଷ୍ଟ ।


ସେତେବେଳେ ମୋଶା ସେମାନଙ୍କୁ କହିଲେ, “ସଦାପ୍ରଭୁ ତାହା କହିଅଛନ୍ତି, ଯଥା, କାଲି ମହା ବିଶ୍ରାମ ଦିନ, ଅର୍ଥାତ୍‍, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ବିଶ୍ରାମ ହେବ; ଏହେତୁ ତୁମ୍ଭମାନଙ୍କର ଯାହା ଭାଜିବାର, ତାହା ଭାଜ; ଯାହା ପାକ କରିବାର, ତାହା ପାକ କର; ପୁଣି, ଯାହା କିଛି ଅବଶିଷ୍ଟ ରହେ, ତାହା ପ୍ରଭାତ ପର୍ଯ୍ୟନ୍ତ ସଞ୍ଚୟ କରି ରଖ।”


ତଥାପି ସେମାନେ ମୋଶାଙ୍କର କଥା ନ ମାନି କେହି କେହି ପ୍ରଭାତ ପର୍ଯ୍ୟନ୍ତ କିଛି କିଛି ରଖିଲେ; ମାତ୍ର ତହିଁରେ ପୋକ ଜନ୍ମିଲା ଓ ଦୁର୍ଗନ୍ଧ ହେଲା। ଏଣୁ ମୋଶା ସେମାନଙ୍କ ଉପରେ କ୍ରୋଧ କଲେ।


Swiv nou:

Piblisite


Piblisite