Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 16:22 - ଓଡିଆ ବାଇବେଲ

22 ଏଥିଉତ୍ତାରେ ଷଷ୍ଠ ଦିନରେ ସେମାନେ ଦୁଇଗୁଣ, ଅର୍ଥାତ୍‍, ପ୍ରତି ଜଣ ଦୁଇ ଦୁଇ ଓମର ଅନ୍ନ ସଂଗ୍ରହ କଲେ, ତହିଁରେ ମଣ୍ଡଳୀର ଅଧ୍ୟକ୍ଷ ସମସ୍ତେ ଆସି ମୋଶାଙ୍କୁ ଜଣାଇଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

22 ଅନନ୍ତର ଷଷ୍ଠ ଦିନରେ ସେମାନେ ଦୁଇଗୁଣ, ଅର୍ଥାତ୍, ପ୍ରତି ଜଣ ଦୁଇ ଦୁଇ ଓମର ଅନ୍ନ ସଂଗ୍ରହ କଲେ, ତହିଁରେ ମଣ୍ତଳୀର ଅଧ୍ୟକ୍ଷ ସମସ୍ତେ ଆସି ମୋଶାଙ୍କୁ ଜଣାଇଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ଏଥିଉତ୍ତାରେ ଷଷ୍ଠ ଦିନରେ ସେମାନେ ଦୁଇଗୁଣ, ଅର୍ଥାତ୍‍, ପ୍ରତି ଜଣ ଦୁଇ ଦୁଇ ଓମର ଅନ୍ନ ସଂଗ୍ରହ କଲେ, ତହିଁରେ ମଣ୍ଡଳୀର ଅଧ୍ୟକ୍ଷ ସମସ୍ତେ ଆସି ମୋଶାଙ୍କୁ ଜଣାଇଲେ।

Gade chapit la Kopi

ପବିତ୍ର ବାଇବଲ

22 ଶୁକ୍ରବାର ଦିନ, ଖାଦ୍ୟର ଦୁଇଗୁଣ ସଂଗ୍ରହ କଲେ। ସେମାନେ ପ୍ରତ୍ୟେକଙ୍କ ପାଇଁ ଦୁଇ ଦୁଇ ଓମର ଖାଦ୍ୟ ସଂଗ୍ରହ କଲେ। ତେଣୁ ସମସ୍ତ ପ୍ରାଚୀନବର୍ଗମାନେ ଆସି ମୋଶାଙ୍କୁ ଜଣାଇଲେ।

Gade chapit la Kopi




ଯାତ୍ରା ପୁସ୍ତକ 16:22
6 Referans Kwoze  

ଷଷ୍ଠ ଦିନରେ ସେମାନେ ଯାହା ଆଣିବେ, ତାହା ରାନ୍ଧିଲେ ଦିନକୁ ଦିନ ଯାହା ସଂଗ୍ରହ କରନ୍ତି, ତାହା ଦୁଇଗୁଣ ହେବ।”


ପୁଣି, ଅଷ୍ଟମ ବର୍ଷରେ ତୁମ୍ଭେମାନେ ବୁଣିବ ଓ ପୁରାତନ ଶସ୍ୟ ଖାଇବ; ନବମ ବର୍ଷ ପର୍ଯ୍ୟନ୍ତ ଫଳ ଉତ୍ପନ୍ନ ହେବା ପର୍ଯ୍ୟନ୍ତ, ତୁମ୍ଭେମାନେ ପୁରାତନ ଶସ୍ୟ ଭୋଜନ କରିବ।


କାରଣ ତାହା ଯୁବ୍‍ଲୀ ବର୍ଷ ଅଟେ; ତାହା ତୁମ୍ଭମାନଙ୍କ ପ୍ରତି ପବିତ୍ର ହେବ; ତଥାପି ତୁମ୍ଭେମାନେ କ୍ଷେତ୍ରୋତ୍ପନ୍ନ ଶସ୍ୟାଦି ଖାଇ ପାରିବ।


ମାତ୍ର ମୋଶା ସେମାନଙ୍କୁ ଡାକନ୍ତେ, ହାରୋଣ ଓ ମଣ୍ଡଳୀର ଅଧ୍ୟକ୍ଷଗଣ ତାଙ୍କ ନିକଟକୁ ଫେରିଗଲେ; ତହିଁରେ ମୋଶା ସେମାନଙ୍କ ସହିତ ଆଳାପ କଲେ।


ଏ ବିଷୟରେ ସଦାପ୍ରଭୁ ଆଜ୍ଞା ଦେଇଅଛନ୍ତି, ତୁମ୍ଭେମାନେ ପ୍ରତ୍ୟେକ ଜଣ ଆପଣା ଆପଣା ଭୋଜନ ଶକ୍ତି ବୁଝି ତାହା ସଂଗ୍ରହ କର; ତୁମ୍ଭମାନଙ୍କ ପ୍ରତ୍ୟେକ ଜଣ ଆପଣା ଆପଣା ତମ୍ବୁସ୍ଥିତ ପ୍ରାଣୀମାନଙ୍କ ସଂଖ୍ୟାନୁସାରେ ଏକ ଏକ ଜଣ ପାଇଁ ଏକ ଏକ ଓମର ପରିମାଣରେ ତାହା ସଂଗ୍ରହ କର।


ଏହିରୂପେ ପ୍ରତିଦିନ ପ୍ରାତଃ କାଳରେ ସେମାନେ ଆପଣା ଆପଣା ଭୋଜନ ଶକ୍ତି ଅନୁସାରେ ତାହା ସଂଗ୍ରହ କଲେ; ମାତ୍ର ପ୍ରଚଣ୍ଡ ଖରା ହୁଅନ୍ତେ, ତାହା ତରଳି ଗଲା।


Swiv nou:

Piblisite


Piblisite