Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 16:7 - ଓଡିଆ ବାଇବେଲ

7 ପୁଣି, ପ୍ରାତଃ କାଳରେ ସଦାପ୍ରଭୁଙ୍କର ମହିମା ଦେଖିବ; ଯେହେତୁ ସଦାପ୍ରଭୁଙ୍କ ବିରୁଦ୍ଧରେ ତୁମ୍ଭମାନଙ୍କ ବଚସା ସେ ଶୁଣନ୍ତି; ଆମ୍ଭେମାନେ କିଏ ଯେ, ତୁମ୍ଭେମାନେ ଆମ୍ଭମାନଙ୍କ ବିରୁଦ୍ଧରେ ବଚସା କର ?”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ପୁଣି ପ୍ରାତଃ କାଳରେ ସଦାପ୍ରଭୁଙ୍କର ମହିମା ଦେଖିବ; ଯେହେତୁ ସଦାପ୍ରଭୁଙ୍କ ବିରୁଦ୍ଧରେ ତୁମ୍ଭମାନଙ୍କ ବଚସା ସେ ଶୁଣନ୍ତି; ଆମ୍ଭେମାନେ କିଏ ଯେ, ତୁମ୍ଭେମାନେ ଆମ୍ଭମାନଙ୍କ ବିରୁଦ୍ଧରେ ବଚସା କର?

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ପୁଣି, ପ୍ରାତଃକାଳରେ ସଦାପ୍ରଭୁଙ୍କର ମହିମା ଦେଖିବ; ଯେହେତୁ ସଦାପ୍ରଭୁଙ୍କ ବିରୁଦ୍ଧରେ ତୁମ୍ଭମାନଙ୍କ ବଚସା ସେ ଶୁଣନ୍ତି; ଆମ୍ଭେମାନେ କିଏ ଯେ, ତୁମ୍ଭେମାନେ ଆମ୍ଭମାନଙ୍କ ବିରୁଦ୍ଧରେ ବଚସା କର?”

Gade chapit la Kopi

ପବିତ୍ର ବାଇବଲ

7 ଆସନ୍ତାକାଲି ପ୍ରଭାତରେ ତୁମ୍ଭେମାନେ ପରମେଶ୍ୱରଙ୍କର ମହିମା ଦେଖିବ। ସଦାପ୍ରଭୁ ତୁମ୍ଭମାନଙ୍କର ଅଭିଯୋଗ ଶୁଣିଛନ୍ତି, ଯାହା ତୁମ୍ଭେମାନେ ଆମ୍ଭ ବିରୁଦ୍ଧରେ କଲ। କିନ୍ତୁ ଆମ୍ଭେମାନେ କିଏ? ପ୍ରକୃତରେ ତୁମ୍ଭେ ଆମ୍ଭମାନଙ୍କ ବିରୁଦ୍ଧରେ ଆପତ୍ତି କରୁ ନାହଁ, ମାତ୍ର ସଦାପ୍ରଭୁଙ୍କ ବିରୁଦ୍ଧରେ ଆପତ୍ତି କରୁଅଛ।”

Gade chapit la Kopi




ଯାତ୍ରା ପୁସ୍ତକ 16:7
17 Referans Kwoze  

ପୁଣି, ସଦାପ୍ରଭୁଙ୍କ ମହିମା ପ୍ରକାଶିତ ହେବ ଓ ଯାବତୀୟ ମର୍ତ୍ତ୍ୟ ଏକତ୍ର ତାହା ଦେଖିବେ; କାରଣ ସଦାପ୍ରଭୁଙ୍କ ମୁଖ ଏହା କହିଅଛି।


ଏଥିପାଇଁ ସିନା ତୁମ୍ଭେ ଓ ତୁମ୍ଭର ଦଳସ୍ଥ ସମସ୍ତେ ସଦାପ୍ରଭୁଙ୍କ ବିରୁଦ୍ଧରେ ଏକମେଳି ହୋଇଅଛ; ଯେହେତୁ ହାରୋଣ କିଏ ଯେ, ତୁମ୍ଭେମାନେ ତାଙ୍କର ବିରୁଦ୍ଧରେ ବଚସା କରୁଅଛ ?


ଯୀଶୁ ତାଙ୍କୁ କହିଲେ, ଯଦି ତୁମ୍ଭେ ବିଶ୍ୱାସ କର, ତାହାହେଲେ ଈଶ୍ୱରଙ୍କ ମହିମା ଦେଖିବ, ଏହା କ'ଣ ମୁଁ ତୁମ୍ଭକୁ କହିଲି ନାହିଁ ? ସେଥିରେ ସେମାନେ ପଥର ଘୁଞ୍ଚାଇଦେଲେ ।


କିନ୍ତୁ ଯୀଶୁ ତାହା ଶୁଣି କହିଲେ, ଏହି ପୀଡ଼ା ମୃତ୍ୟୁ ନିମନ୍ତେ ନୁହେଁ, ମାତ୍ର ଈଶ୍ୱରଙ୍କ ଗୌରବ ନିମନ୍ତେ, ଯେପରି ତଦ୍ଵାରା ଈଶ୍ୱରଙ୍କ ପୁତ୍ର ଗୌରବପ୍ରାପ୍ତ ହୁଅନ୍ତି ।


ତାହା ଅତିଶୟ ପ୍ରଫୁଲ୍ଲ ହେବ, ପୁଣି ଆନନ୍ଦ ଓ ଗାନ କରି ଉଲ୍ଲସିତ ହେବ; ଲିବାନୋନର ପ୍ରତାପ, କର୍ମିଲ୍‍ ଓ ଶାରୋଣର ଶୋଭା ତାହାକୁ ଦତ୍ତ ହେବ; ସେମାନେ ସଦାପ୍ରଭୁଙ୍କର ପ୍ରତାପ ଓ ଆମ୍ଭମାନଙ୍କ ପରମେଶ୍ୱରଙ୍କର ଶୋଭା ଦେଖିବେ।


ଏଥିଉତ୍ତାରେ ମେଘ ସେହି ସମାଗମ-ତମ୍ବୁକୁ ଆଚ୍ଛାଦନ କଲା ଓ ସଦାପ୍ରଭୁଙ୍କର ପ୍ରତାପ ଆବାସକୁ ପରିପୂର୍ଣ୍ଣ କଲା।


ତହିଁରେ ହାରୋଣ ଇସ୍ରାଏଲ ସନ୍ତାନଗଣର ସମସ୍ତ ମଣ୍ଡଳୀକୁ ଏହା କହିବା ସମୟରେ ସେମାନେ ପ୍ରାନ୍ତର ଆଡ଼େ ଅନାନ୍ତେ, ଦେଖ, ମେଘସ୍ତମ୍ଭ ମଧ୍ୟରେ ସଦାପ୍ରଭୁଙ୍କର ପ୍ରତାପ ଦେଖାଗଲା।


ତହୁଁ ସମସ୍ତ ମଣ୍ଡଳୀ ମୋଶାଙ୍କ ବିରୁଦ୍ଧରେ ଓ ହାରୋଣଙ୍କ ବିରୁଦ୍ଧରେ ଏକତ୍ର ହେବା ସମୟରେ ସେମାନେ ସମାଗମ-ତମ୍ବୁ ଆଡ଼େ ଅନାଇଲେ; ଆଉ ଦେଖ, ମେଘ ତାହା ଆଚ୍ଛାଦନ କରିଅଛି ଓ ସଦାପ୍ରଭୁଙ୍କ ପ୍ରତାପ ପ୍ରତ୍ୟକ୍ଷ ହୋଇଅଛି।


ମାତ୍ର ସମସ୍ତ ମଣ୍ଡଳୀ ସେମାନଙ୍କୁ ପଥରରେ ମାରିବାକୁ କହିଲେ। ସେତେବେଳେ ସଦାପ୍ରଭୁଙ୍କର ପ୍ରତାପ ସମାଗମ-ତମ୍ବୁରେ ଇସ୍ରାଏଲର ସମସ୍ତ ସନ୍ତାନ ପ୍ରତି ପ୍ରକାଶିତ ହେଲା।


“ଆମ୍ଭ ବିରୁଦ୍ଧରେ ବଚସା କରୁଅଛି, ଏହି ଯେଉଁ ଦୁଷ୍ଟ ମଣ୍ଡଳୀ, ତାହାକୁ ଆମ୍ଭେ କେତେ କାଳ ସହିବା ? ଇସ୍ରାଏଲ ସନ୍ତାନଗଣ ଆମ୍ଭ ପ୍ରତିକୂଳରେ ଯେଉଁ ବଚସା କରୁଅଛନ୍ତି, ତାହା ଆମ୍ଭେ ଶୁଣିଅଛୁ।


ତହିଁରେ ସୀନୟ ପର୍ବତ ଉପରେ ସଦାପ୍ରଭୁଙ୍କ ପ୍ରତାପ ଅବସ୍ଥିତି କଲା; ଆଉ ତାହା ଛଅ ଦିନ ମେଘାଚ୍ଛନ୍ନ ହୋଇ ରହିଲା; ତହିଁ ଉତ୍ତାରେ ସେ ସପ୍ତମ ଦିନ ମେଘ ମଧ୍ୟରୁ ମୋଶାଙ୍କୁ ଡାକିଲେ।


ପୁଣି, ତାହାଙ୍କ ଚରଣତଳ ସ୍ଥାନ ଉଜ୍ଜ୍ୱଳ ନୀଳକାନ୍ତ ମଣି ନିର୍ମିତ କାର୍ଯ୍ୟ ତୁଲ୍ୟ ଓ ନିର୍ମଳତାରେ ଠିକ୍‍ ଆକାଶ ପରି ଥିଲା।


ଆଉ ମୋଶା କହିଲେ, “ଏହି କଥା କରିବାକୁ ସଦାପ୍ରଭୁ ତୁମ୍ଭମାନଙ୍କୁ ଆଜ୍ଞା ଦେଲେ; ଏହା କଲେ, ତୁମ୍ଭମାନଙ୍କ ପ୍ରତି ସଦାପ୍ରଭୁଙ୍କର ପ୍ରତାପ ପ୍ରକାଶ ପାଇବ।”


“ଆମ୍ଭେ ଇସ୍ରାଏଲ ସନ୍ତାନଗଣର ବଚସା ଶୁଣିଅଛୁ; ତୁମ୍ଭେ ସେମାନଙ୍କୁ କୁହ, ତୁମ୍ଭେମାନେ ସନ୍ଧ୍ୟା ସମୟରେ ମାଂସ ଭୋଜନ କରିବ ଓ ପ୍ରଭାତରେ ଅନ୍ନରେ ପରିତୃପ୍ତ ହେବ; ତହିଁରେ ଆମ୍ଭେ ଯେ ତୁମ୍ଭମାନଙ୍କର ସଦାପ୍ରଭୁ ପରମେଶ୍ୱର ଅଟୁ, ତାହା ତୁମ୍ଭେମାନେ ଜାଣିବ।”


ଆହୁରି ମୋଶା କହିଲେ, “ସଦାପ୍ରଭୁ ସନ୍ଧ୍ୟା କାଳରେ ଭୋଜନ ନିମନ୍ତେ ତୁମ୍ଭମାନଙ୍କୁ ମାଂସ ଦେବେ ଓ ପ୍ରାତଃ କାଳରେ ତୃପ୍ତି ପର୍ଯ୍ୟନ୍ତ ଅନ୍ନ ଦେବେ; କାରଣ ସଦାପ୍ରଭୁଙ୍କ ବିରୁଦ୍ଧରେ କରିଥିବା ତୁମ୍ଭମାନଙ୍କର ବଚସା ସେ ଶୁଣନ୍ତି। ଆମ୍ଭେମାନେ କିଏ ? ତୁମ୍ଭମାନଙ୍କର ବଚସା ଆମ୍ଭମାନଙ୍କ ବିରୁଦ୍ଧରେ ନୁହେଁ ମାତ୍ର ସଦାପ୍ରଭୁଙ୍କ ବିରୁଦ୍ଧରେ ହୁଏ।”


ଏହା କଲା ଉତ୍ତାରେ, ଆମ୍ଭେ ଯେଉଁ ବ୍ୟକ୍ତିକୁ ମନୋନୀତ କରିବା, ତାହାର ଯଷ୍ଟି ପୁଷ୍ପିତ ହେବ; ତହିଁରେ ଇସ୍ରାଏଲ ସନ୍ତାନଗଣ ତୁମ୍ଭମାନଙ୍କ ବିରୁଦ୍ଧରେ ଯେଉଁ ବଚସା କରନ୍ତି, ସେହି ବଚସା ଆମ୍ଭେ ଆପଣା ନିକଟରୁ ନିବୃତ୍ତ କରାଇବା।”


Swiv nou:

Piblisite


Piblisite