Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 18:13 - ଓଡିଆ ବାଇବେଲ

13 ତହିଁ ଆରଦିନ ମୋଶା ଲୋକମାନଙ୍କର ବିଚାର କରିବାକୁ ବସନ୍ତେ, ଲୋକମାନେ ପ୍ରଭାତଠାରୁ ସନ୍ଧ୍ୟା ପର୍ଯ୍ୟନ୍ତ ତାଙ୍କ ସମ୍ମୁଖରେ ଠିଆ ହୋଇ ରହିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ତହିଁ ଆରଦିନ ମୋଶା ଲୋକମାନଙ୍କର ବିଚାର କରିବାକୁ ବସନ୍ତେ, ଲୋକମାନେ ପ୍ରଭାତଠାରୁ ସନ୍ଧ୍ୟା ପର୍ଯ୍ୟନ୍ତ ତାଙ୍କ ସମ୍ମୁଖରେ ଛିଡ଼ା ହୋଇ ରହିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ତହିଁ ଆରଦିନ ମୋଶା ଲୋକମାନଙ୍କର ବିଚାର କରିବାକୁ ବସନ୍ତେ, ଲୋକମାନେ ପ୍ରଭାତଠାରୁ ସନ୍ଧ୍ୟା ପର୍ଯ୍ୟନ୍ତ ତାଙ୍କ ସମ୍ମୁଖରେ ଠିଆ ହୋଇ ରହିଲେ।

Gade chapit la Kopi

ପବିତ୍ର ବାଇବଲ

13 ତା’ ପରଦିନ ମୋଶା ଲୋକଙ୍କର ବିଗ୍ଭର କରିବାକୁ ବସିଲେ। ତେଣୁ ବହୁତ ଲୋକ ତାଙ୍କ ସମ୍ମୁଖରେ ସନ୍ଧ୍ୟା ପର୍ଯ୍ୟନ୍ତ ଠିଆ ହୋଇ ରହିଲେ।

Gade chapit la Kopi




ଯାତ୍ରା ପୁସ୍ତକ 18:13
9 Referans Kwoze  

ଯେଣୁ ଏହି କାରଣରୁ ତୁମ୍ଭେମାନେ ରାଜସ୍ୱ ମଧ୍ୟ ଦେଇଥାଅ, କାରଣ ସେମାନେ ଈଶ୍ୱରଙ୍କ ସେବକ ସ୍ୱରୂପେ ଏହି କାର୍ଯ୍ୟରେ ପ୍ରବୃତ୍ତ ରହନ୍ତି ।


ଅବା ଯେ ଶିକ୍ଷା ଦିଏ, ସେ ଶିକ୍ଷାଦାନରେ, ବା ଯେ ଉପଦେଶ ଦିଏ, ସେ ଉପଦେଶ ଦାନରେ ନିବିଷ୍ଟ ରହୁ; ଯେ ଦାନ କରେ, ସେ ଉଦାର ଭାବରେ ଦାନ କରୁ; ଯେ ତତ୍ତ୍ୱାବଧାନ କରେ, ସେ ଯତ୍ନ ସହକାରେ ତତ୍ତ୍ୱାବଧାନ କରୁ; ଯେ ଦୟା କରେ, ସେ ହୃଷ୍ଟଚିତ୍ତରେ ତାହା କରୁ ।


ଶାସ୍ତ୍ରୀ ଓ ଫାରୂଶୀମାନେ ମୋଶାଙ୍କ ଆସନରେ ବସିଅଛନ୍ତି ।


ଗୋଷ୍ଠୀବର୍ଗ ଉଦ୍‍ଯୋଗୀ ହୋଇ ଉଠନ୍ତୁ ଓ ଯିହୋଶାଫଟ୍‍ର ଉପତ୍ୟକାକୁ ଆସନ୍ତୁ; କାରଣ ସେସ୍ଥାନରେ ଆମ୍ଭେ ଚତୁର୍ଦ୍ଦିଗସ୍ଥ ସକଳ ଗୋଷ୍ଠୀର ବିଚାର କରିବା ପାଇଁ ବସିବା।


ପୁଣି, ଦୟାରେ ଏକ ସିଂହାସନ ସ୍ଥାପିତ ହେବ ଓ ଏକ ଜଣ ସତ୍ୟତାରେ ଦାଉଦଙ୍କର ତମ୍ବୁ ମଧ୍ୟରେ ତହିଁ ଉପରେ ଉପବିଷ୍ଟ ହେବେ; ସେ ନ୍ୟାୟ ଅନ୍ଵେଷଣ କରି ବିଚାର କରିବେ ଓ ଧର୍ମ ସାଧନ କରିବାରେ ସତ୍ୱର ହେବେ।


ମୁଁ ନଗର-ଦ୍ୱାରକୁ ଯାଇ ଛକସ୍ଥାନରେ ଆପଣା ଆସନ ପ୍ରସ୍ତୁତ କଲେ,


ହେ ଶ୍ୱେତ ଗର୍ଦ୍ଦଭୀ-ଆରୋହୀମାନେ, ହେ ଗାଲିଚାରେ ବସିବା ଲୋକମାନେ ଓ ପଥରେ ଗମନକାରୀମାନେ, ତୁମ୍ଭେମାନେ ଗାନ କର।


ଏଥିଉତ୍ତାରେ ମୋଶାଙ୍କ ଶ୍ୱଶୁର ଯିଥ୍ରୋ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ହୋମ ଓ ନୈବେଦ୍ୟ ଉତ୍ସର୍ଗ କଲେ; ପୁଣି, ହାରୋଣ ଓ ଇସ୍ରାଏଲର ସମସ୍ତ ପ୍ରାଚୀନବର୍ଗ ଆସି ପରମେଶ୍ୱରଙ୍କ ସମ୍ମୁଖରେ ମୋଶାଙ୍କ ଶ୍ୱଶୁର ସଙ୍ଗରେ ଭୋଜନ କଲେ।


ସେତେବେଳେ ମୋଶା ଲୋକମାନଙ୍କ ବିଷୟରେ ଯାହା ଯାହା କଲେ, ତାଙ୍କର ଶ୍ୱଶୁର ତାହା ଦେଖି କହିଲେ, “ତୁମ୍ଭେ ଲୋକମାନଙ୍କ ପ୍ରତି ଏ କିରୂପ ବ୍ୟବହାର କରୁଅଛ ? ତୁମ୍ଭେ କାହିଁକି ଏକାକୀ ବସ ଓ ସମସ୍ତ ଲୋକ ପ୍ରଭାତଠାରୁ ସନ୍ଧ୍ୟା ପର୍ଯ୍ୟନ୍ତ ତୁମ୍ଭ ଚାରିଆଡ଼େ କାହିଁକି ଠିଆ ହୋଇ ରହନ୍ତି ?”


Swiv nou:

Piblisite


Piblisite