ଯାତ୍ରା ପୁସ୍ତକ 18:14 - ଓଡିଆ ବାଇବେଲ14 ସେତେବେଳେ ମୋଶା ଲୋକମାନଙ୍କ ବିଷୟରେ ଯାହା ଯାହା କଲେ, ତାଙ୍କର ଶ୍ୱଶୁର ତାହା ଦେଖି କହିଲେ, “ତୁମ୍ଭେ ଲୋକମାନଙ୍କ ପ୍ରତି ଏ କିରୂପ ବ୍ୟବହାର କରୁଅଛ ? ତୁମ୍ଭେ କାହିଁକି ଏକାକୀ ବସ ଓ ସମସ୍ତ ଲୋକ ପ୍ରଭାତଠାରୁ ସନ୍ଧ୍ୟା ପର୍ଯ୍ୟନ୍ତ ତୁମ୍ଭ ଚାରିଆଡ଼େ କାହିଁକି ଠିଆ ହୋଇ ରହନ୍ତି ?” Gade chapit laପବିତ୍ର ବାଇବଲ (Re-edited) - (BSI)14 ସେତେବେଳେ ମୋଶା ଲୋକମାନଙ୍କ ବିଷୟରେ ଯାହା ଯାହା କଲେ, ତାଙ୍କର ଶ୍ଵଶୁର ତାହା ଦେଖି କହିଲେ, ତୁମ୍ଭେ ଲୋକମାନଙ୍କ ପ୍ରତି ଏ କିରୂପ ବ୍ୟବହାର କରୁଅଛ? ତୁମ୍ଭେ କିହେତୁ ଏକାକୀ ବସ? ଓ ସମସ୍ତ ଲୋକ ପ୍ରଭାତଠାରୁ ସନ୍ଧ୍ୟା ପର୍ଯ୍ୟନ୍ତ ତୁମ୍ଭ ଚାରିଆଡ଼େ କାହିଁକି ଛିଡ଼ା ହୋଇ ରହନ୍ତି? Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ସେତେବେଳେ ମୋଶା ଲୋକମାନଙ୍କ ବିଷୟରେ ଯାହା ଯାହା କଲେ, ତାଙ୍କର ଶ୍ୱଶୁର ତାହା ଦେଖି କହିଲେ, “ତୁମ୍ଭେ ଲୋକମାନଙ୍କ ପ୍ରତି ଏ କିରୂପ ବ୍ୟବହାର କରୁଅଛ? ତୁମ୍ଭେ କାହିଁକି ଏକାକୀ ବସ ଓ ସମସ୍ତ ଲୋକ ପ୍ରଭାତଠାରୁ ସନ୍ଧ୍ୟା ପର୍ଯ୍ୟନ୍ତ ତୁମ୍ଭ ଚାରିଆଡ଼େ କାହିଁକି ଠିଆ ହୋଇ ରହନ୍ତି?” Gade chapit laପବିତ୍ର ବାଇବଲ14 ମୋଶା ଲୋକମାନଙ୍କର ବିଗ୍ଭର କରୁଥିବାର ଯିଥ୍ରୋ ଦେଖିଲେ। ସେ ପଗ୍ଭରିଲେ, “ତୁମ୍ଭେ ଏପରି କାହିଁକି କରୁଛ? ତୁମ୍ଭେ ଏକୁଟିଆ କାହିଁକି ବିଗ୍ଭର କରୁଛ? ଏବଂ କାହିଁକି ତୁମ୍ଭ ନିକଟରେ ଲୋକମାନେ ସକାଳରୁ ସନ୍ଧ୍ୟା ପର୍ଯ୍ୟନ୍ତ ଠିଆ ହେବେ?” Gade chapit la |