Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 18:18 - ଓଡିଆ ବାଇବେଲ

18 ତୁମ୍ଭେ ଓ ତୁମ୍ଭ ସଙ୍ଗୀ ଏହି ଲୋକମାନେ ଦୁହେଁ ନିଶ୍ଚୟ କ୍ଷୀଣ ହୋଇଯିବ; କାରଣ ଏ କାର୍ଯ୍ୟ ତୁମ୍ଭ ନିମନ୍ତେ ଅତି ଭାରୀ; ତୁମ୍ଭେ ଏକାକୀ ଏହା ସାଧନ କରି ନ ପାର।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ତୁମ୍ଭେ ଓ ତୁମ୍ଭ ସଙ୍ଗୀ ଏହି ଲୋକମାନେ ଦୁହେଁ ନିଶ୍ଚୟ କ୍ଷୀଣ ହୋଇଯିବ; କାରଣ ଏ କାର୍ଯ୍ୟ ତୁମ୍ଭ ନିମନ୍ତେ ଅତି ଭାରୀ; ତୁମ୍ଭେ ଏକାକୀ ଏହା ସାଧନ କରି ନ ପାର।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ତୁମ୍ଭେ ଓ ତୁମ୍ଭ ସଙ୍ଗୀ ଏହି ଲୋକମାନେ ଦୁହେଁ ନିଶ୍ଚୟ କ୍ଷୀଣ ହୋଇଯିବ; କାରଣ ଏ କାର୍ଯ୍ୟ ତୁମ୍ଭ ନିମନ୍ତେ ଅତି ଭାରୀ; ତୁମ୍ଭେ ଏକାକୀ ଏହା ସାଧନ କରି ନ ପାର।

Gade chapit la Kopi

ପବିତ୍ର ବାଇବଲ

18 ଏହିସବୁ କାର୍ଯ୍ୟ ତୁମ୍ଭ ପାଇଁ ଏକୁଟିଆ କରିବା ବହୁତ କଷ୍ଟ। ତୁମ୍ଭେ ଏକା ଏସମସ୍ତ କାର୍ଯ୍ୟ କରି ପାରିବ ନାହିଁ। ଏହା ତୁମ୍ଭକୁ କ୍ଷୀଣ କରିଦେବ ଏବଂ ଏହା ଲୋକମାନଙ୍କୁ କ୍ଳାନ୍ତ କରିବ।

Gade chapit la Kopi




ଯାତ୍ରା ପୁସ୍ତକ 18:18
7 Referans Kwoze  

କାରଣ ମୋ' ପ୍ରତି ତୁମ୍ଭମାନଙ୍କ ସେବାରେ ଯାହା କିଛି ଅଭାବ, ତାହା ପୂରଣ କରିବାକୁ ସେ ଖ୍ରୀଷ୍ଟଙ୍କ କାର୍ଯ୍ୟରେ ଆପଣା ଜୀବନ ବିପଦଗ୍ରସ୍ତ କରି ମୃତପ୍ରାୟ ହୋଇଥିଲେ ।


ଆଉ, ମୁଁ ତୁମ୍ଭମାନଙ୍କ ଆତ୍ମା ନିମନ୍ତେ ମହାନନ୍ଦରେ ବ୍ୟୟ କରିିବି, ହଁ, ମୋହର ପ୍ରାଣ ସୁଦ୍ଧା ବ୍ୟୟ କରିବି । ମୁଁ ତୁମ୍ଭମାନଙ୍କୁ ଅଧିକ ପ୍ରଚୁରଭାବେ ପ୍ରେମ କରୁଅଛି ବୋଲିି କ'ଣ ଊଣା ପ୍ରେମ ପ୍ରାପ୍ତ ହେଉଅଛି ?


ଏଥିଉତ୍ତାରେ ମୋଶାଙ୍କର ଶ୍ୱଶୁର କହିଲେ, “ତୁମ୍ଭର ଏହି କର୍ମ ଭଲ ନୁହେଁ।


Swiv nou:

Piblisite


Piblisite