ଯାତ୍ରା ପୁସ୍ତକ 18:2 - ଓଡିଆ ବାଇବେଲ2 ତହିଁରେ ମୋଶାଙ୍କର ଶ୍ୱଶୁର ସେହି ଯିଥ୍ରୋ ଆପଣା ଗୃହକୁ ପ୍ରେରିତା ମୋଶାଙ୍କର ଭାର୍ଯ୍ୟା ସିପ୍ପୋରାକୁ ଓ ତାହାର ଦୁଇ ପୁତ୍ରଙ୍କୁ ସଙ୍ଗରେ ନେଲେ। Gade chapit laପବିତ୍ର ବାଇବଲ (Re-edited) - (BSI)2 ତହିଁରେ ମୋଶାଙ୍କର ଶ୍ଵଶୁର ସେହି ଯିଥ୍ରୋ ଆପଣା ଗୃହକୁ ପ୍ରେରିତା ମୋଶାଙ୍କର ଭାର୍ଯ୍ୟା ସିପ୍ପୋରାକୁଓ ତାହାର ଦୁଇ ପୁତ୍ରଙ୍କୁ ସଙ୍ଗରେ ନେଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ତହିଁରେ ମୋଶାଙ୍କର ଶ୍ୱଶୁର ସେହି ଯିଥ୍ରୋ ଆପଣା ଗୃହକୁ ପ୍ରେରିତା ମୋଶାଙ୍କର ଭାର୍ଯ୍ୟା ସିପ୍ପୋରାକୁ ଓ ତାହାର ଦୁଇ ପୁତ୍ରଙ୍କୁ ସଙ୍ଗରେ ନେଲେ। Gade chapit laପବିତ୍ର ବାଇବଲ2 ତେଣୁ ଯିଥ୍ରୋ ମୋଶାଙ୍କ ନିକଟକୁ ଗଲେ। ଯେତେବେଳେ ମୋଶା ପରମେଶ୍ୱରଙ୍କ ପର୍ବତ ସୀନୟରେ ଥିଲେ। ଯିଥ୍ରୋ ମୋଶାଙ୍କର ସ୍ତ୍ରୀ ସିପ୍ପୋରାକୁ ସାଙ୍ଗରେ ନେଇଗଲେ। ସିପ୍ପୋରା ମୋଶାଙ୍କ ପାଖରେ ନ ଥିଲେ କାରଣ ମୋଶା ତାଙ୍କୁ ତାଙ୍କ ପିତାଙ୍କ ଗୃହକୁ ପଠାଇ ଦେଇଥିଲେ। Gade chapit la |