ଯାତ୍ରା ପୁସ୍ତକ 18:6 - ଓଡିଆ ବାଇବେଲ6 ପୁଣି, ସେ ମୋଶାଙ୍କୁ ଜଣାଇଲେ, “ତୁମ୍ଭର ଶ୍ୱଶୁର ଯିଥ୍ରୋ, ମୁଁ ଓ ତୁମ୍ଭର ଭାର୍ଯ୍ୟା, ତାହା ସହିତ ତୁମ୍ଭର ଦୁଇ ପୁତ୍ର, ଆମ୍ଭେ ସମସ୍ତେ ତୁମ୍ଭ ନିକଟକୁ ଆସିଅଛୁ।” Gade chapit laପବିତ୍ର ବାଇବଲ (Re-edited) - (BSI)6 ପୁଣି ସେ ମୋଶାଙ୍କୁ ଜଣାଇଲେ, ତୁମ୍ଭର ଶ୍ଵଶୁର ଯିଥ୍ରୋ, ମୁଁ ଓ ତୁମ୍ଭର ଭାର୍ଯ୍ୟା, ତାହା ସହିତ ତୁମ୍ଭର ଦୁଇ ପୁତ୍ର, ଆମ୍ଭେ ସମସ୍ତେ ତୁମ୍ଭ ନିକଟକୁ ଆସିଅଛୁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ପୁଣି, ସେ ମୋଶାଙ୍କୁ ଜଣାଇଲେ, “ତୁମ୍ଭର ଶ୍ୱଶୁର ଯିଥ୍ରୋ, ମୁଁ ଓ ତୁମ୍ଭର ଭାର୍ଯ୍ୟା, ତାହା ସହିତ ତୁମ୍ଭର ଦୁଇ ପୁତ୍ର, ଆମ୍ଭେ ସମସ୍ତେ ତୁମ୍ଭ ନିକଟକୁ ଆସିଅଛୁ।” Gade chapit laପବିତ୍ର ବାଇବଲ6 ଯିଥ୍ରୋ ମୋଶାଙ୍କ ନିକଟକୁ ଏକ ବାର୍ତ୍ତା ପଠାଇଲେ ଯିଥ୍ରୋ କହିଲେ, “ମୁଁ ତୁମ୍ଭର ଶ୍ୱଶୁର ଯିଥ୍ରୋ ଏବଂ ତୁମ୍ଭର ସ୍ତ୍ରୀ ଓ ତୁମ୍ଭର ଦୁଇପୁତ୍ର ସହିତ ତୁମ୍ଭ ନିକଟକୁ ଆସିଅଛୁ।” Gade chapit la |