Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 18:9 - ଓଡିଆ ବାଇବେଲ

9 ତହିଁରେ ସଦାପ୍ରଭୁ ମିସ୍ରୀୟମାନଙ୍କ ହସ୍ତରୁ ଇସ୍ରାଏଲକୁ ଉଦ୍ଧାର କରି ଯେସବୁ ମଙ୍ଗଳ ପ୍ରଦାନ କରିଅଛନ୍ତି, ତହିଁ ନିମନ୍ତେ ଯିଥ୍ରୋ ଅତି ଆହ୍ଲାଦିତ ହେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ତହିଁରେ ସଦାପ୍ରଭୁ ମିସ୍ରୀୟମାନଙ୍କ ହସ୍ତରୁ ଇସ୍ରାଏଲକୁ ଉଦ୍ଧାର କରି ଯେସବୁ ମଙ୍ଗଳ ପ୍ରଦାନ କରିଅଛନ୍ତି, ତହିଁ ନିମନ୍ତେ ଯିଥ୍ରୋ ଅତି ଆହ୍ଲାଦିତ ହେଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ତହିଁରେ ସଦାପ୍ରଭୁ ମିସରୀୟମାନଙ୍କ ହସ୍ତରୁ ଇସ୍ରାଏଲକୁ ଉଦ୍ଧାର କରି ଯେସବୁ ମଙ୍ଗଳ ପ୍ରଦାନ କରିଅଛନ୍ତି, ତହିଁ ନିମନ୍ତେ ଯିଥ୍ରୋ ଅତି ଆହ୍ଲାଦିତ ହେଲେ।

Gade chapit la Kopi

ପବିତ୍ର ବାଇବଲ

9 ଯିଥ୍ରୋ ବହୁତ ଖୁସୀହେଲେ, ଯେତେବେଳେ ଜାଣିଲେ ସଦାପ୍ରଭୁ ଇସ୍ରାଏଲବାସୀମାନଙ୍କ ପାଇଁ ଉତ୍ତମ କର୍ମମାନ କରିଛନ୍ତି ଏବଂ ସେ ବହୁତ ଖୁସୀହେଲେ ଯେ ସଦାପ୍ରଭୁ ମିଶରଠାରୁ ଇସ୍ରାଏଲକୁ ମୁକ୍ତ କରିଛନ୍ତି।

Gade chapit la Kopi




ଯାତ୍ରା ପୁସ୍ତକ 18:9
8 Referans Kwoze  

ଆଉ, ଗୋଟିଏ ଅଙ୍ଗ ଦୁଃଖଭୋଗ କଲେ ସମସ୍ତ ଅଙ୍ଗପ୍ରତ୍ୟଙ୍ଗ ତା'ର ସହିତ ଦୁଃଖଭୋଗ କରନ୍ତି, କିମ୍ବା ଗୋଟିଏ ଅଙ୍ଗ ଗୌରବପ୍ରାପ୍ତ ହେଲେ ସମସ୍ତ ଅଙ୍ଗପ୍ରତ୍ୟଙ୍ଗ ତା'ର ସହିତ ଆନନ୍ଦ କରନ୍ତି ।


ଯେଉଁମାନେ ଆନନ୍ଦ କରନ୍ତି, ସେମାନଙ୍କ ସହିତ ଆନନ୍ଦ କର; ଯେଉଁମାନେ ରୋଦନ କରନ୍ତି, ସେମାନଙ୍କ ସହିତ ରୋଦନ କର ।


ଭ୍ରାତୃପ୍ରେମରେ ପରସ୍ପର ପ୍ରତି ପ୍ରେମଶୀଳ ହୁଅ; ସମାଦରରେ ପରସ୍ପରକୁ ଶ୍ରେଷ୍ଠ ଜ୍ଞାନ କର;


ହେ ଯିରୂଶାଲମକୁ ପ୍ରେମକାରୀ ସମସ୍ତେ, ତୁମ୍ଭେମାନେ ତାହା ସହିତ ଆନନ୍ଦ କର ଓ ତାହା ନିମନ୍ତେ ଉଲ୍ଲାସ କର; ତାହା ବିଷୟରେ ଶୋକକାରୀ ସମସ୍ତେ, ତୁମ୍ଭେମାନେ ଆନନ୍ଦ ସକାଶୁ ତାହା ସହିତ ଉଲ୍ଲାସ କର;


ହେ ଆକାଶମଣ୍ଡଳ, ଗାନ କର, କାରଣ ସଦାପ୍ରଭୁ ଏହା ସାଧନ କରିଅଛନ୍ତି; ହେ ପୃଥିବୀର ଅଧଃସ୍ଥାନସକଳ, ଆନନ୍ଦଧ୍ୱନି କର; ହେ ପର୍ବତଗଣ, ହେ ଅରଣ୍ୟ ଓ ତନ୍ମଧ୍ୟସ୍ଥ ପ୍ରତ୍ୟେକ ବୃକ୍ଷ, ତୁମ୍ଭେମାନେ ଉଚ୍ଚସ୍ୱରରେ ଗାନ କର; କାରଣ ସଦାପ୍ରଭୁ ଯାକୁବକୁ ମୁକ୍ତ କରିଅଛନ୍ତି ଓ ଇସ୍ରାଏଲ ମଧ୍ୟରେ ଆପଣାକୁ ଗୌରବାନ୍ୱିତ କରିବେ।


ପୁଣି, ଶାଉଲ କେନୀୟମାନଙ୍କୁ କହିଲେ, ଯାଅ, ଚାଲିଯାଅ, ଅମାଲେକୀୟମାନଙ୍କ ମଧ୍ୟରୁ ବାହାର ହୁଅ, କେଜାଣି ମୁଁ ସେମାନଙ୍କ ସହିତ ତୁମ୍ଭମାନଙ୍କୁ ବିନାଶ କରିବି; କାରଣ ମିସରରୁ ଇସ୍ରାଏଲ ସନ୍ତାନମାନେ ବାହାରି ଆସିବା ବେଳେ, ତୁମ୍ଭେମାନେ ସେସମସ୍ତଙ୍କ ପ୍ରତି ଦୟା କରିଥିଲ। ତହିଁରେ କେନୀୟମାନେ ଅମାଲେକୀୟମାନଙ୍କ ମଧ୍ୟରୁ ବାହାରି ଗଲେ।


ଆମ୍ଭେ ସଦାପ୍ରଭୁଙ୍କର ସ୍ନେହପୂର୍ଣ୍ଣ କରୁଣାସବୁ କୀର୍ତ୍ତନ କରିବା ଓ ସଦାପ୍ରଭୁ ଆମ୍ଭମାନଙ୍କର ଯେଉଁ ସବୁ ଉପକାର କରିଅଛନ୍ତି, ପୁଣି ଆପଣାର ନାନାବିଧ ଦୟା ଓ ପ୍ରଚୁର ସ୍ନେହପୂର୍ଣ୍ଣ କରୁଣା ଅନୁସାରେ ଇସ୍ରାଏଲ-ବଂଶର ଯେଉଁ ପ୍ରଚୁର ମଙ୍ଗଳ କରିଅଛନ୍ତି, ତଦନୁସାରେ ଆମ୍ଭେ ସଦାପ୍ରଭୁଙ୍କର ପ୍ରଶଂସା କୀର୍ତ୍ତନ କରିବା।


ଆମ୍ଭେ ତୁମ୍ଭର ଅଧର୍ମସବୁ ନିବିଡ଼ କୁହୁଡ଼ିର ନ୍ୟାୟ ଓ ତୁମ୍ଭର ପାପସବୁ ମେଘ ପରି ମାର୍ଜନା କରିଅଛୁ; ଆମ୍ଭ ନିକଟକୁ ଫେରି ଆସ; କାରଣ ଆମ୍ଭେ ତୁମ୍ଭକୁ ମୁକ୍ତ କରିଅଛୁ।


Swiv nou:

Piblisite


Piblisite