ଯାତ୍ରା ପୁସ୍ତକ 19:7 - ଓଡିଆ ବାଇବେଲ7 ତହୁଁ ମୋଶା ଆସି ଲୋକମାନଙ୍କର ପ୍ରାଚୀନବର୍ଗଙ୍କୁ ଡକାଇ ସଦାପ୍ରଭୁଙ୍କ ଦ୍ୱାରା ଆଦେଶପ୍ରାପ୍ତ ଏହି ସବୁ କଥା ସେମାନଙ୍କ ଅଗ୍ରତେ ପ୍ରସ୍ତାବ କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)7 ତହୁଁ ମୋଶା ଆସି ଲୋକମାନଙ୍କର ପ୍ରାଚୀନବର୍ଗଙ୍କୁ ଡକାଇ ସଦାପ୍ରଭୁଙ୍କ ଦ୍ଵାରା ଆଦିଷ୍ଟ ଏହି ସବୁ କଥା ସେମାନଙ୍କ ଅଗ୍ରତେ ପ୍ରସ୍ତାବ କଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ତହୁଁ ମୋଶା ଆସି ଲୋକମାନଙ୍କର ପ୍ରାଚୀନବର୍ଗଙ୍କୁ ଡକାଇ ସଦାପ୍ରଭୁଙ୍କ ଦ୍ୱାରା ଆଦେଶପ୍ରାପ୍ତ ଏହିସବୁ କଥା ସେମାନଙ୍କ ଅଗ୍ରତେ ପ୍ରସ୍ତାବ କଲେ। Gade chapit laପବିତ୍ର ବାଇବଲ7 ତେଣୁ ମୋଶା ଗଲେ ଓ ସମସ୍ତ ପ୍ରାଚୀନବର୍ଗମାନଙ୍କୁ ଡାକି ଏକତ୍ର କରାଇଲେ। ମୋଶା ସେମାନଙ୍କୁ ପରମେଶ୍ୱରଙ୍କର ଆଜ୍ଞା ସମସ୍ତ କହିଲେ। Gade chapit la |