ଯାତ୍ରା ପୁସ୍ତକ 19:9 - ଓଡିଆ ବାଇବେଲ9 ତହୁଁ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଦେଖ, ଆମ୍ଭେ ତୁମ୍ଭ ସହିତ କଥା କହିବା ସମୟରେ ଲୋକମାନେ ଯେପରି ତାହା ଶୁଣି ପାରିବେ, ମଧ୍ୟ ତୁମ୍ଭଠାରେ ସର୍ବଦା ବିଶ୍ୱାସ କରିବେ, ଏଥିପାଇଁ ଆମ୍ଭେ ନିବିଡ଼ ମେଘରେ ତୁମ୍ଭ ନିକଟକୁ ଆସୁଅଛୁ।” ଏଥିଉତ୍ତାରେ ମୋଶା ଲୋକମାନଙ୍କ କଥା ସଦାପ୍ରଭୁଙ୍କୁ ଜଣାଇଲେ। Gade chapit laପବିତ୍ର ବାଇବଲ (Re-edited) - (BSI)9 ତହୁଁ ସଦାପ୍ରଭୁ ମୋଶାଙ୍କୁ କହିଲେ, ଦେଖ, ଆମ୍ଭେ ତୁମ୍ଭ ସହିତ କଥା କହିଲା ବେଳେ ଲୋକମାନେ ଯେପରି ତାହା ଶୁଣି ପାରିବେ, ମଧ୍ୟ ତୁମ୍ଭଠାରେ ସର୍ବଦା ପ୍ରତ୍ୟୟ କରିବେ, ଏଥିପାଇଁ ଆମ୍ଭେ ନିବିଡ଼ ମେଘରେ ତୁମ୍ଭ ନିକଟକୁ ଆସୁଅଛୁ। ଏଥିଉତ୍ତାରେ ମୋଶା ଲୋକମାନଙ୍କ କଥା ସଦାପ୍ରଭୁଙ୍କୁ ଜଣାଇଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ତହୁଁ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଦେଖ, ଆମ୍ଭେ ତୁମ୍ଭ ସହିତ କଥା କହିବା ସମୟରେ ଲୋକମାନେ ଯେପରି ତାହା ଶୁଣି ପାରିବେ, ମଧ୍ୟ ତୁମ୍ଭଠାରେ ସର୍ବଦା ବିଶ୍ୱାସ କରିବେ, ଏଥିପାଇଁ ଆମ୍ଭେ ନିବିଡ଼ ମେଘରେ ତୁମ୍ଭ ନିକଟକୁ ଆସୁଅଛୁ।” ଏଥିଉତ୍ତାରେ ମୋଶା ଲୋକମାନଙ୍କ କଥା ସଦାପ୍ରଭୁଙ୍କୁ ଜଣାଇଲେ। Gade chapit laପବିତ୍ର ବାଇବଲ9 ଏବଂ ସଦାପ୍ରଭୁ ମୋଶାଙ୍କୁ କହିଲେ, “ମୁଁ ନିବିଡ଼ ମେଘରେ ତୁମ୍ଭ ନିକଟକୁ ଆସିବି। ମୁଁ ତୁମ୍ଭକୁ ଏକଥା କହିବି ଯେପରି ସମସ୍ତେ ଶୁଣି ପାରିବେ। ମୁଁ ଏପରି କରିବି କାରଣ ସମସ୍ତ ଲୋକ ତୁମ୍ଭ ଉପରେ ବିଶ୍ୱାସ ରଖିବେ। ତୁମ୍ଭେ ସେମାନଙ୍କୁ ଯାହା କହିବ ସେମାନେ ତାହା ବିଶ୍ୱାସ କରିବେ।” ଏହା ପରେ ମୋଶା ପରମେଶ୍ୱରଙ୍କୁ ଲୋକମାନଙ୍କର ସମସ୍ତ କଥା କହିଲେ। Gade chapit la |
ଏଉତ୍ତାରେ ସେମାନେ ଅତି ପ୍ରଭାତରେ ଉଠି ତକୋୟ ପ୍ରାନ୍ତର ଆଡ଼କୁ ବାହାରି ଗଲେ; ଆଉ, ସେମାନେ ଯିବା ସମୟରେ ଯିହୋଶାଫଟ୍ ଠିଆହୋଇ କହିଲେ, “ହେ ଯିହୁଦା, ହେ ଯିରୂଶାଲମ ନିବାସୀଗଣ, ମୋ’ କଥା ଶୁଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କଠାରେ ବିଶ୍ୱାସ କର, ତହିଁରେ ତୁମ୍ଭେମାନେ ସ୍ଥିରୀକୃତ ହେବ ତାହାଙ୍କ ଭବିଷ୍ୟଦ୍ବକ୍ତାମାନଙ୍କୁ ବିଶ୍ୱାସ କର, ତହିଁରେ ତୁମ୍ଭେମାନେ କୃତକାର୍ଯ୍ୟ ହେବ।”