Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 2:19 - ଓଡିଆ ବାଇବେଲ

19 ତହିଁରେ ସେମାନେ କହିଲେ, “ଜଣେ ମିସ୍ରୀୟ ଲୋକ ମେଷପାଳକମାନଙ୍କ ହସ୍ତରୁ ଆମ୍ଭମାନଙ୍କୁ ଉଦ୍ଧାର କଲା, ପୁଣି, ଆମ୍ଭମାନଙ୍କ ନିମନ୍ତେ ଜଳ କାଢ଼ି ମେଷପଲକୁ ଜଳପାନ କରାଇଲା।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 ତହିଁରେ ସେମାନେ କହିଲେ, ଜଣେ ମିସ୍ରୀୟ ଲୋକ ମେଷପାଳକମାନଙ୍କ ହସ୍ତରୁ ଆମ୍ଭମାନଙ୍କୁ ଉଦ୍ଧାର କଲା, ପୁଣି ଆମ୍ଭମାନଙ୍କ ନିମନ୍ତେ ଜଳ କାଢ଼ି ମେଷପଲକୁ ଜଳପାନ କରାଇଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ତହିଁରେ ସେମାନେ କହିଲେ, “ଜଣେ ମିସରୀୟ ଲୋକ ମେଷପାଳକମାନଙ୍କ ହସ୍ତରୁ ଆମ୍ଭମାନଙ୍କୁ ଉଦ୍ଧାର କଲା, ପୁଣି, ଆମ୍ଭମାନଙ୍କ ନିମନ୍ତେ ଜଳ କାଢ଼ି ମେଷପଲକୁ ଜଳ ପାନ କରାଇଲା।”

Gade chapit la Kopi

ପବିତ୍ର ବାଇବଲ

19 କନ୍ୟାଗଣ ତାଙ୍କୁ ଉତ୍ତର ଦେଲେ, “ହଁ, ମେଷପାଳକମାନେ ଆମ୍ଭକୁ ଘୋଉଡ଼ାଇ ଦେଉଥିଲେ, ମାତ୍ର ଏବ୍ରୀୟ ଲୋକ ଆମ୍ଭକୁ ସାହାଯ୍ୟ କଲେ। ସେ ଆମ୍ଭମାନଙ୍କ ପାଇଁ ପାଣି କାଢ଼ି ଆମ୍ଭର ମେଷମାନଙ୍କୁ ଜଳପାନ କରାଇଲେ।”

Gade chapit la Kopi




ଯାତ୍ରା ପୁସ୍ତକ 2:19
4 Referans Kwoze  

ପୁଣି, ସେହି ଦେଶ ନିବାସୀ କିଣାନୀୟ ଲୋକମାନେ ଆଟଦର ଖଳାରେ ସେମାନଙ୍କର ଏରୂପ ଶୋକ ଦେଖି କହିଲେ, “ମିସ୍ରୀୟମାନଙ୍କର ଏ ଅତି ଦାରୁଣ ଶୋକ,” ତେଣୁକରି ଯର୍ଦ୍ଦନ ପାରସ୍ଥ ସେହି ସ୍ଥାନ ଆବେଲ ମିସର ନାମରେ ବିଖ୍ୟାତ ହେଲା।


ସେତେବେଳେ ଯାକୁବ ଆପଣା ମାମୁଁ ଲାବନର କନ୍ୟା ରାହେଲକୁ ଓ ମାମୁଁର ମେଷପଲକୁ ଦେଖି ନିକଟକୁ ଯାଇ କୂପ ମୁଖରୁ ପ୍ରସ୍ତର ଘୁଞ୍ଚାଇ ମାମୁଁ ଲାବନର ପଲକୁ ଜଳ ପାନ କରାଇଲା।


ଏଥିଉତ୍ତାରେ ସେମାନେ ଆପଣା ପିତା ରୁୟେଲ ନିକଟକୁ ଯାଆନ୍ତେ, ସେ ସେମାନଙ୍କୁ ପଚାରିଲା, “ଆଜି ତୁମ୍ଭେମାନେ ଏତେ ଶୀଘ୍ର କିପରି ଆସିଲ ?”


ତେବେ ସେ ଆପଣା କନ୍ୟାମାନଙ୍କୁ କହିଲା, “ସେ କେଉଁଠାରେ ? ତୁମ୍ଭେମାନେ ତାକୁ କାହିଁକି ଛାଡ଼ି ଆସିଲ ? ତାକୁ ଡାକ; ସେ ଆମ୍ଭମାନଙ୍କ ସହିତ ଭୋଜନ କରିବ।”


Swiv nou:

Piblisite


Piblisite