Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 2:2 - ଓଡିଆ ବାଇବେଲ

2 ତହୁଁ ସେ ସ୍ତ୍ରୀ ଗର୍ଭଧାରଣ କରି ଗୋଟିଏ ପୁତ୍ର ପ୍ରସବ କଲେ; ପୁଣି, ବାଳକକୁ ଅତି ସୁନ୍ଦର ଦେଖି ସେ ତାକୁ ତିନ ମାସ ଯାଏ ଗୋପନରେ ରଖିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ତହୁଁ ସେ ସ୍ତ୍ରୀ ଗର୍ଭଧାରଣ କରି ଗୋଟିଏ ପୁତ୍ର ପ୍ରସବ କଲା; ପୁଣି ବାଳକକୁ ଅତି ସୁନ୍ଦର ଦେଖି ସେ ତାକୁ ତିନ ମାସ ଯାଏ ଗୋପନରେ ରଖିଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ତହୁଁ ସେ ସ୍ତ୍ରୀ ଗର୍ଭଧାରଣ କରି ଗୋଟିଏ ପୁତ୍ର ପ୍ରସବ କଲା; ପୁଣି, ବାଳକକୁ ଅତି ସୁନ୍ଦର ଦେଖି ସେ ତାକୁ ତିନି ମାସ ଯାଏ ଗୋପନରେ ରଖିଲା।

Gade chapit la Kopi

ପବିତ୍ର ବାଇବଲ

2 ସେହି ସ୍ତ୍ରୀଲୋକ ଗର୍ଭବତୀ ହୋଇ ଏକ ପୁତ୍ର ସନ୍ତାନ ଜନ୍ମ ଦେଲେ। ତାଙ୍କ ମାତା ଦେଖିଲେ ତାଙ୍କର ସେହି ପୁତ୍ର ବହୁତ ସୁନ୍ଦର ହୋଇଛି। ତେଣୁ ସେ ତାକୁ ତିନି ମାସ କାଳ ଲୁଗ୍ଭଇ ରଖିଲେ।

Gade chapit la Kopi




ଯାତ୍ରା ପୁସ୍ତକ 2:2
8 Referans Kwoze  

ବିଶ୍ୱାସ ଦ୍ୱାରା ମୋଶାଙ୍କ ପିତାମାତା ତାଙ୍କ ଜନ୍ମ ହେବା ସମୟରେ ତାଙ୍କୁ ଗୋଟିଏ ସୁନ୍ଦର ପିଲା ବୋଲି ଦେଖି ରାଜାଜ୍ଞାକୁ ଭୟ ନ କରି ତିନି ମାସ ପର୍ଯ୍ୟନ୍ତ ତାଙ୍କୁ ଗୋପନରେ ରଖିଲେ ।


ସେହି ସମୟରେ ମୋଶା ଜନ୍ମ ହେଲେ, ସେ ଈଶ୍ୱରଙ୍କ ଦୃଷ୍ଟିରେ ଅତି ସୁନ୍ଦର ଥିଲେ ଓ ତିନି ମାସ ପର୍ଯ୍ୟନ୍ତ ଆପଣା ପିତାଙ୍କ ଗୃହରେ ପ୍ରତିପାଳିତ ହେଲେ ।


ଯେଉଁ ଜନ କୃପା କରେ ଓ ଋଣ ଦିଏ, ତାହାର ମଙ୍ଗଳ ହୁଏ; ସେ ସୁବିଚାରରେ ଆପଣା କଥା ନିଷ୍ପନ୍ନ କରିବ।


ପୁଣି, ଅମ୍ରାମ୍‍ ଆପଣା ପିଉସୀ ଯୋକେବଦକୁ ବିବାହ କରନ୍ତେ, ସେ ତାହାର ଔରସରେ ହାରୋଣଙ୍କୁ ଓ ମୋଶାଙ୍କୁ ପ୍ରସବ କଲା; ସେହି ଅମ୍ରାମ୍‍ର ଆୟୁ ଶହେ ସଇଁତିରିଶ ବର୍ଷ ଥିଲା।


ସେହି କହାତର ପୁତ୍ର ଅମ୍ରାମ୍‍; ସେହି ଅମ୍ରମର ଯୋକେବଦ ନାମ୍ନୀ ଭାର୍ଯ୍ୟା ମିସର ଦେଶରେ ଲେବୀର ଔରସଜାତା କନ୍ୟା ଥିଲା। ସେ ଅମ୍ରମର ଔରସରେ ହାରୋଣ, ମୋଶା ଓ ସେମାନଙ୍କ ଭଗିନୀ ମରୀୟମଙ୍କୁ ପ୍ରସବ କଲା।


ଆଉ ପୃଥିବୀର ଓ ତତ୍‍ପୂରକ ବସ୍ତୁର ଉତ୍ତମ ଦ୍ରବ୍ୟରେ ଓ ଯେ ବୁଦାରେ ବାସ କଲେ, ତାହାଙ୍କ ଅନୁଗ୍ରହରେ (ତାହାର ଦେଶ ସଦାପ୍ରଭୁଙ୍କ ଦ୍ୱାରା ଆଶୀର୍ବାଦ ପ୍ରାପ୍ତ ହେଉ) ଯୋଷେଫର ମସ୍ତକରେ ଆଶୀର୍ବାଦ ବର୍ତ୍ତୁ, ଯେ ଆପଣା ଭ୍ରାତୃଗଣ ନିକଟରୁ ପୃଥକ୍ ହୋଇଥିଲା, ତାହାର ମସ୍ତକାଗ୍ରରେ ଆଶୀର୍ବାଦ ବର୍ତ୍ତୁ।


ତହିଁରେ ସେ ଲୋକ ପଠାଇ ତାହାକୁ ଅଣାଇଲା। ସେ ଈଷତ୍‍ ରକ୍ତବର୍ଣ୍ଣ ଓ ସୁନୟନ ଓ ଦେଖିବାକୁ ସୁନ୍ଦର। ସେତେବେଳେ ସଦାପ୍ରଭୁ କହିଲେ, ଉଠ, ଏହାକୁ ଅଭିଷେକ କର; ଏ ସେହି ଲୋକ।


ଆଉ ସେ ତାହା ସହିତ ସଦାପ୍ରଭୁଙ୍କ ଗୃହରେ ଛଅ ବର୍ଷ ଗୋପନରେ ରହିଲା; ପୁଣି ଅଥଲୀୟା ଦେଶରେ ରାଜ୍ୟ କଲା।


Swiv nou:

Piblisite


Piblisite