ଯାତ୍ରା ପୁସ୍ତକ 2:20 - ଓଡିଆ ବାଇବେଲ20 ତେବେ ସେ ଆପଣା କନ୍ୟାମାନଙ୍କୁ କହିଲା, “ସେ କେଉଁଠାରେ ? ତୁମ୍ଭେମାନେ ତାକୁ କାହିଁକି ଛାଡ଼ି ଆସିଲ ? ତାକୁ ଡାକ; ସେ ଆମ୍ଭମାନଙ୍କ ସହିତ ଭୋଜନ କରିବ।” Gade chapit laପବିତ୍ର ବାଇବଲ (Re-edited) - (BSI)20 ତେବେ ସେ ଆପଣା କନ୍ୟାମାନଙ୍କୁ କହିଲା, ସେ କେଉଁଠାରେ? ତୁମ୍ଭେମାନେ ତାକୁ କାହିଁକି ଛାଡ଼ି ଆସିଲ? ତାକୁ ଡାକ; ସେ ଆମ୍ଭମାନଙ୍କ ସହିତ ଭୋଜନ କରିବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ତେବେ ସେ ଆପଣା କନ୍ୟାମାନଙ୍କୁ କହିଲା, “ସେ କେଉଁଠାରେ? ତୁମ୍ଭେମାନେ ତାକୁ କାହିଁକି ଛାଡ଼ି ଆସିଲ? ତାକୁ ଡାକ; ସେ ଆମ୍ଭମାନଙ୍କ ସହିତ ଭୋଜନ କରିବ।” Gade chapit laପବିତ୍ର ବାଇବଲ20 ତେଣୁ ରୂୟେଲ ତାଙ୍କର କନ୍ୟାମାନଙ୍କୁ କହିଲେ, “ସେହି ଲୋକଟି କେଉଁଠାରେ ଅଛି? ତୁମ୍ଭେ କାହିଁକି ତାଙ୍କୁ ଛାଡ଼ି ଦେଲ? ତାଙ୍କୁ ଏଠାକୁ ଡାକ ସେ ଆମ୍ଭ ସହିତ ଖାଇବ।” Gade chapit la |