ଯାତ୍ରା ପୁସ୍ତକ 2:6 - ଓଡିଆ ବାଇବେଲ6 ସେ ପେଡ଼ି ଫିଟାଇ ସେହି ବାଳକକୁ ଦେଖିଲା; ଆଉ ଦେଖ, ସେହି ବାଳକଟି କାନ୍ଦୁଅଛି; ତହିଁରେ ସେ ଦୟା ବହି କହିଲା, “ଏଇଟି ଜଣେ ଏବ୍ରୀୟ ବାଳକ।” Gade chapit laପବିତ୍ର ବାଇବଲ (Re-edited) - (BSI)6 ସେ ପେଡ଼ି ଫିଟାଇ ସେହି ବାଳକକୁ ଦେଖିଲା; ଆଉ ଦେଖ, ସେହି ବାଳକ କାନ୍ଦୁଅଛି; ତହିଁରେ ସେ ଦୟା ବହି କହିଲା, ଏଇଟି ଏବ୍ରୀୟ ବାଳକ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ସେ ପେଡ଼ି ଫିଟାଇ ସେହି ବାଳକକୁ ଦେଖିଲା; ଆଉ ଦେଖ, ସେହି ବାଳକଟି କାନ୍ଦୁଅଛି; ତହିଁରେ ସେ ଦୟା ବହି କହିଲା, “ଏଇଟି ଜଣେ ଏବ୍ରୀୟ ବାଳକ।” Gade chapit laପବିତ୍ର ବାଇବଲ6 ରାଜାଙ୍କର କନ୍ୟା ଯେତେବେଳେ ସେହି ଟୋକେଇଟିକୁ ଖୋଲି ସେହି ଶିଶୁ ପୁତ୍ରକୁ ଦେଖିଲେ। ସେହି ଶିଶୁଟି କାନ୍ଦୁ ଥିଲା। ଏଥିପାଇଁ ସେ ତା’ ପାଇଁ ବହୁତ ଦୁଃଖ କଲେ। ସେ କହିଲେ, “ଏହି ପିଲାଟି ଏବ୍ରୀୟ ମଧ୍ୟରୁ ଜଣକର ଅଟେ।” Gade chapit la |
ହେ ପ୍ରଭୁ, ବିନୟ କରୁଅଛି, ଯେଉଁମାନେ ତୁମ୍ଭ ନାମକୁ ଭୟ କରିବାକୁ ଆନନ୍ଦ କରନ୍ତି, ଏପରି ତୁମ୍ଭ ଦାସର ପ୍ରାର୍ଥନା ଓ ତୁମ୍ଭ ଦାସମାନଙ୍କ ପ୍ରାର୍ଥନା ପ୍ରତି ଏବେ ତୁମ୍ଭର କର୍ଣ୍ଣ ନିବିଷ୍ଟ ହେଉ; ଆଉ, ପ୍ରାର୍ଥନା କରୁଅଛି, ଆଜି ଆପଣା ଦାସର କାର୍ଯ୍ୟ ସିଦ୍ଧ କର, ପୁଣି ଏହି ବ୍ୟକ୍ତିର ଦୃଷ୍ଟିରେ ତାହାକୁ ଦୟାପ୍ରାପ୍ତ ହେବାକୁ ଦିଅ।” ଏସମୟରେ ମୁଁ ରାଜାଙ୍କର ପାନପାତ୍ରବାହକ ଥିଲି।