ଯାତ୍ରା ପୁସ୍ତକ 20:3 - ଓଡିଆ ବାଇବେଲ3 ଆମ୍ଭ ସାକ୍ଷାତରେ ତୁମ୍ଭର ଆଉ କୌଣସି ଦେବତା ହେବ ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)3 ଆମ୍ଭ ସାକ୍ଷାତରେ ତୁମ୍ଭର ଆଉ କୌଣସି ଦେବତା ହେବ ନାହିଁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଆମ୍ଭ ସାକ୍ଷାତରେ ତୁମ୍ଭର ଆଉ କୌଣସି ଦେବତା ହେବ ନାହିଁ। Gade chapit laପବିତ୍ର ବାଇବଲ3 “ତୁମ୍ଭେମାନେ ମୋ’ ବ୍ୟତୀତ ଆଉ କୌଣସି ଦେବତାଗଣଙ୍କୁ ଉପାସନା କରିବ ନାହିଁ। Gade chapit la |
ମଧ୍ୟ ଆମ୍ଭେ ଆପଣାର ସମସ୍ତ ଦାସ ଭବିଷ୍ୟଦ୍ବକ୍ତାଗଣଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇଅଛୁ, ପ୍ରଭାତରେ ଉଠି ସେମାନଙ୍କୁ ପଠାଇ ତୁମ୍ଭମାନଙ୍କୁ କହିଅଛୁ, ତୁମ୍ଭେମାନେ ପ୍ରତ୍ୟେକେ ଏବେ ଆପଣା ଆପଣା କୁପଥରୁ ଫେର, ଆପଣମାନଙ୍କର ଆଚରଣ ସୁଧରାଅ ଓ ଅନ୍ୟ ଦେବଗଣର ସେବା କରିବା ନିମନ୍ତେ ସେମାନଙ୍କର ପଶ୍ଚାଦ୍ଗାମୀ ହୁଅ ନାହିଁ, ତହିଁରେ ତୁମ୍ଭମାନଙ୍କୁ ଓ ତୁମ୍ଭମାନଙ୍କର ପିତୃପୁରୁଷମାନଙ୍କୁ ଆମ୍ଭର ଦତ୍ତ ଦେଶରେ ତୁମ୍ଭେମାନେ ବାସ କରିବ; ମାତ୍ର ତୁମ୍ଭେମାନେ କର୍ଣ୍ଣପାତ କରି ନାହଁ, କିଅବା ଆମ୍ଭ ବାକ୍ୟରେ ମନୋଯୋଗ କରି ନାହଁ।