ଯାତ୍ରା ପୁସ୍ତକ 20:8 - ଓଡିଆ ବାଇବେଲ8 ବିଶ୍ରାମ ଦିନ ପବିତ୍ର ରୂପେ ପାଳିବାକୁ ସ୍ମରଣ କର। Gade chapit laପବିତ୍ର ବାଇବଲ (Re-edited) - (BSI)8 ବିଶ୍ରାମ ଦିନ ପବିତ୍ର ରୂପେ ପାଳିବାକୁ ସ୍ମରଣ କର। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ବିଶ୍ରାମ ଦିନ ପବିତ୍ର ରୂପେ ପାଳିବାକୁ ସ୍ମରଣ କର। Gade chapit laପବିତ୍ର ବାଇବଲ8 “ବିଶ୍ରାମ ଦିନଟିକୁ ପବିତ୍ର ଦିବସ ରୂପେ ପାଳନ କରିବାକୁ ସ୍ମରଣ କର। Gade chapit la |
ସେହି ସମୟରେ ମୁଁ ଯିହୁଦା ମଧ୍ୟରେ କେତେକ ଲୋକଙ୍କୁ ବିଶ୍ରାମବାରରେ ଦ୍ରାକ୍ଷା ଦଳିବାର ଓ ବିଡ଼ା ଭିତରକୁ ଆଣିବାର ଓ ଗର୍ଦ୍ଦଭ ଉପରେ ବୋଝାଇ କରିବାର, ମଧ୍ୟ ବିଶ୍ରାମଦିନରେ ଦ୍ରାକ୍ଷାରସ, ଦ୍ରାକ୍ଷାଫଳ ଓ ଡିମ୍ବିରି ଫଳ ଓ ସର୍ବପ୍ରକାର ବୋଝ ଯିରୂଶାଲମକୁ ଆଣିବାର ଦେଖିଲି; ପୁଣି, ଯେଉଁ ଦିନ ସେମାନେ ଭକ୍ଷ୍ୟଦ୍ରବ୍ୟ ବିକ୍ରୟ କଲେ, ସେହି ଦିନ ମୁଁ ସେମାନଙ୍କ ଚେତାବନୀ ଦେଲି।