Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 21:11 - ଓଡିଆ ବାଇବେଲ

11 ଯଦି ସେ ଏହି ତିନିର ତ୍ରୁଟି କରେ, ତେବେ ସେ ସ୍ତ୍ରୀ ବିନା ମୂଲ୍ୟରେ ମୁକ୍ତ ହୋଇଯିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ଯେବେ ସେ ଏହି ତିନିର ତ୍ରୁଟି କରେ, ତେବେ ସେ ସ୍ତ୍ରୀ ବିନାମୂଲ୍ୟରେ ମୁକ୍ତ ହୋଇଯିବ। ହିଂସାତ୍ମକ କାର୍ଯ୍ୟ ସଂକ୍ରା; ବ୍ୟବସ୍ଥା

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ଯଦି ସେ ଏହି ତିନିର ତ୍ରୁଟି କରେ, ତେବେ ସେ ସ୍ତ୍ରୀ ବିନାମୂଲ୍ୟରେ ମୁକ୍ତ ହୋଇଯିବ।

Gade chapit la Kopi

ପବିତ୍ର ବାଇବଲ

11 ସେହି ଲୋକ ଏହିସବୁ କର୍ତ୍ତବ୍ୟ ସମ୍ପାଦନ କରିବା ଉଚିତ୍। ଯଦି ଏଥିରେ ସେ ତୃଟି କରେ ତେବେ ସେହି ସ୍ତ୍ରୀ ଜଣକ ନିଜେ ବିନାମୂଲ୍ୟରେ ମୁକ୍ତ ହୋଇଯିବ।

Gade chapit la Kopi




ଯାତ୍ରା ପୁସ୍ତକ 21:11
2 Referans Kwoze  

ଯଦି ସେ ଅନ୍ୟ ସ୍ତ୍ରୀ ସହିତ ବିବାହ କରେ, ତେବେ ହେଁ ତାହାର ଅନ୍ନ ବସ୍ତ୍ର ଓ ଶାରିରୀକ ସମ୍ପର୍କ କର୍ତ୍ତବ୍ୟରୁ ବଞ୍ଚିତ ହେବ ନାହିଁ।


କେହି ଯଦି କୌଣସି ମନୁଷ୍ୟକୁ ଏପରି ପ୍ରହାର କରେ ଯେ ସେ ମରିଯାଏ, ତେବେ ଅବଶ୍ୟ ତାହାର ପ୍ରାଣଦଣ୍ଡ ହେବ।


Swiv nou:

Piblisite


Piblisite