Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 21:15 - ଓଡିଆ ବାଇବେଲ

15 ପୁଣି, ଯେକେହି ଆପଣା ପିତା କିମ୍ବା ମାତାକୁ ପ୍ରହାର କରେ, ତାହାର ଅବଶ୍ୟ ପ୍ରାଣଦଣ୍ଡ ହେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ପୁଣି ଯେ କେହି ଆପଣା ପିତା କି ମାତାକୁ ପ୍ରହାର କରେ, ତାହାର ଅବଶ୍ୟ ପ୍ରାଣଦଣ୍ତ ହେବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ପୁଣି, ଯେକେହି ଆପଣା ପିତା କିମ୍ବା ମାତାକୁ ପ୍ରହାର କରେ, ତାହାର ଅବଶ୍ୟ ପ୍ରାଣଦଣ୍ଡ ହେବ।

Gade chapit la Kopi

ପବିତ୍ର ବାଇବଲ

15 “ଯଦି କୌଣସି ଲୋକ ତା'ର ପିତା କିମ୍ବା ମାତାକୁ ଆଘାତ କରେ ତେବେ ତାକୁ ମୃତ୍ୟୁଦଣ୍ଡ ଦିଆଯିବ।

Gade chapit la Kopi




ଯାତ୍ରା ପୁସ୍ତକ 21:15
7 Referans Kwoze  

ନରହନ୍ତା, ବ୍ୟଭିଚାରୀ, ପୁଂମୈଥୁନକାରୀ, ମନୁଷ୍ୟଚୋର, ମିଥ୍ୟାବାଦୀ ଓ ମିଥ୍ୟା ଶପଥକାରୀମାନଙ୍କ ନିମନ୍ତେ ପୁଣି, ଉତ୍ତମ ଶିକ୍ଷାର ବିପରୀତରେ ଯେକୌଣସି ବିଷୟ ଥାଏ, ତାହା ନିମନ୍ତେ ଯେ ନିରୂପିତ ହୋଇଅଛି,


ଯେଉଁ ଚକ୍ଷୁ ଆପଣା ପିତାକୁ ପରିହାସ କରେ ଓ ମାତାର କଥା ମାନିବାକୁ ତୁଚ୍ଛବୋଧ କରେ, ତାହା ଉପତ୍ୟକାର ଡାମରା କାଉମାନେ କାଢ଼ି ପକାଇବେ, ପୁଣି, ଉତ୍କ୍ରୋଶ ପକ୍ଷୀର ଛୁଆମାନେ ତାହା ଖାଇବେ।


ଯେଉଁମାନେ ଆପଣା ପିତାକୁ ଶାପ ଦିଅନ୍ତି, ପୁଣି, ଆପଣା ମାତାକୁ ଆଶୀର୍ବାଦ କରନ୍ତି ନାହିଁ, ଏପରି ଏକ ବଂଶ ଅଛି।


“ଯେକେହି ଆପଣା ପ୍ରତିବାସୀକୁ ଗୋପନରେ ବଧ କରେ, ସେ ଶାପଗ୍ରସ୍ତ ହେଉ।” ତହିଁରେ ସମସ୍ତ ଲୋକ କହିବେ, ‘ଆମେନ୍‍।’


ମାତ୍ର ଯଦି କେହି ଛଳନା ପୂର୍ବକ ଆପଣା ପ୍ରତିବାସୀକୁ ବଧ କରିବାକୁ ଦୁଃସାହସ କରେ, ତେବେ ତୁମ୍ଭେ ତାହାର ପ୍ରାଣଦଣ୍ଡ କରିବା ନିମନ୍ତେ ଆମ୍ଭ ବେଦି ନିକଟରୁ ତାହାକୁ ନେଇଯିବ।


ଆଉ ଯେକେହି ମନୁଷ୍ୟକୁ ଚୋରି କରି ଯଦି ବିକ୍ରୟ କରେ, ଅବା ସେ ଯଦି ତାହାର ଅଧିକାରରେ ପ୍ରାପ୍ତ ହୁଏ, ତେବେ ତାହାର ଅବଶ୍ୟ ପ୍ରାଣଦଣ୍ଡ ହେବ।


Swiv nou:

Piblisite


Piblisite