Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 21:19 - ଓଡିଆ ବାଇବେଲ

19 ଓ ପଶ୍ଚାତ୍‍ ଉଠି ଯଷ୍ଟି ଧରି ବାହାରେ ବୁଲେ, ତେବେ ସେହି ପ୍ରହାରକ ନିର୍ଦ୍ଦୋଷ ହେବ; କେବଳ ତାହାକୁ ତାହାର କର୍ମ-କ୍ଷତିର ଓ ଚିକିତ୍ସାର ବ୍ୟୟ ଦେବାକୁ ପଡ଼ିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 ଓ ପଶ୍ଚାତ୍ ଉଠି ଯଷ୍ଟି ଧରି ବାହାରେ ବୁଲେ, ତେବେ ସେହି ପ୍ରହାରକ ନିର୍ଦ୍ଦୋଷ ହେବ; କେବଳ ତାହାକୁ ତାହାର କର୍ମ-କ୍ଷତିର ଓ ଚିକିତ୍ସାର ବ୍ୟୟ ଦେବାକୁ ପଡ଼ିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ଓ ପଶ୍ଚାତ୍‍ ଉଠି ଯଷ୍ଟି ଧରି ବାହାରେ ବୁଲେ, ତେବେ ସେହି ପ୍ରହାରକ ନିର୍ଦ୍ଦୋଷ ହେବ; କେବଳ ତାହାକୁ ତାହାର କର୍ମ-କ୍ଷତିର ଓ ଚିକିତ୍ସାର ବ୍ୟୟ ଦେବାକୁ ପଡ଼ିବ।

Gade chapit la Kopi

ପବିତ୍ର ବାଇବଲ

19 ଆଘାତପ୍ରାପ୍ତ ଲୋକ ଯଦି ଶଯ୍ୟାଶାୟୀ ହୁଏ ଏବଂ ବିଛଣାରୁ ଉଠିପାରେ ଏବଂ ସେ ଆଶାବାଡ଼ି ଧରି ଗ୍ଭଲିପାରେ। ତେବେ ଆଘାତ ଦେଇଥିବା ଲୋକ ତା'ର କ୍ଷତି ଭରଣା କରିବ ଏବଂ ସେ ସମ୍ପୂର୍ଣ୍ଣ ଆରୋଗ୍ୟ ହେବା ପର୍ଯ୍ୟନ୍ତ ତା'ର ସହାୟତା କରିବ।

Gade chapit la Kopi




ଯାତ୍ରା ପୁସ୍ତକ 21:19
4 Referans Kwoze  

ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି; “ବୃଦ୍ଧ ପୁରୁଷ ଓ ସ୍ତ୍ରୀମାନେ ଯିରୂଶାଲମର ସବୁ ପଥରେ ବାସ କରିବେ ଓ ବହୁବୟସ୍କ ହେତୁ ପ୍ରତ୍ୟେକେ ଆପଣା ଆପଣା ହାତରେ ବାଡ଼ି ଧରିବେ।


ତାହା ଯୋୟାବର ମସ୍ତକରେ ଓ ତାହାର ପିତୃବଂଶ ସମସ୍ତଙ୍କ ଉପରେ ବର୍ତ୍ତୁ ଓ ଯୋୟାବ-ବଂଶରେ ପ୍ରମେହୀ କି କୁଷ୍ଠୀ କି ଯଷ୍ଟିରେ ନିର୍ଭରଶୀଳ କି ଖଡ୍ଗହତ କି ଭକ୍ଷ୍ୟହୀନ ଲୋକର ଅଭାବ ନ ହେଉ।”


ଆଉ ଯଦି ଲୋକମାନେ ଏକ ଆରେକ ସହିତ ବିବାଦ କରୁ କରୁ ଏକଜଣ ଅନ୍ୟଜଣକୁ ପ୍ରସ୍ତରରେ ବା ମୁଷ୍ଟିରେ ଆଘାତ କଲେ, ସେ ଯଦି ନ ମରି ଶଯ୍ୟାଗତ ହୁଏ


ଆଉ ଯଦି କେହି ଆପଣା ଦାସ ବା ଦାସୀକୁ ଯଷ୍ଟି ଦ୍ୱାରା ପ୍ରହାର କଲେ, ସେ ଯଦି ତାହା ହସ୍ତରେ ମରେ, ତେବେ ସେ ଅବଶ୍ୟ ଦଣ୍ଡନୀୟ ହେବ।


Swiv nou:

Piblisite


Piblisite