ଯାତ୍ରା ପୁସ୍ତକ 21:26 - ଓଡିଆ ବାଇବେଲ26 ଆଉ ଯଦି କେହି ଆପଣା ଦାସ କି ଦାସୀର ଚକ୍ଷୁରେ ଆଘାତ କଲେ ଯଦି ତାହା ନଷ୍ଟ ହୁଏ, ତେବେ ସେ ତାହାର ଚକ୍ଷୁ ସକାଶେ ତାହାକୁ ମୁକ୍ତ କରି ଦେବ। Gade chapit laପବିତ୍ର ବାଇବଲ (Re-edited) - (BSI)26 ଆଉ କେହି ଆପଣା ଦାସ କି ଦାସୀର ଚକ୍ଷୁରେ ଆଘାତ କଲେ ଯେବେ ତାହା ନଷ୍ଟ ହୁଏ, ତେବେ ସେ ତାହାର ଚକ୍ଷୁ ସକାଶେ ତାହାକୁ ମୁକ୍ତ କରି ଦେବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ଆଉ ଯଦି କେହି ଆପଣା ଦାସ କି ଦାସୀର ଚକ୍ଷୁରେ ଆଘାତ କଲେ ଯଦି ତାହା ନଷ୍ଟ ହୁଏ, ତେବେ ସେ ତାହାର ଚକ୍ଷୁ ସକାଶେ ତାହାକୁ ମୁକ୍ତ କରିଦେବ। Gade chapit laପବିତ୍ର ବାଇବଲ26 “ଯଦି କେହି ତା'ର ଦାସ କିମ୍ବା ଦାସୀକୁ ଆଘାତ କରିବା ସମୟରେ ତା'ର ଚକ୍ଷୁ ନଷ୍ଟ ହୋଇଯାଏ ତେବେ ତାକୁ ମୁକ୍ତ କରି ଦିଆଯିବ। Gade chapit la |
ମାତ୍ର ଆମ୍ଭମାନଙ୍କ ଶରୀର ଆମ୍ଭମାନଙ୍କ ଭ୍ରାତୃଗଣର ଶରୀର ସମାନ, ଆମ୍ଭମାନଙ୍କ ସନ୍ତାନଗଣ ସେମାନଙ୍କ ସନ୍ତାନଗଣର ସମାନ; ତଥାପି ଦେଖ, ଆମ୍ଭେମାନେ ଆପଣା ଆପଣା ପୁତ୍ର ଓ କନ୍ୟାଗଣଙ୍କୁ ଦାସ ହେବା ପାଇଁ ବିକ୍ରି କରିଅଛୁ, ପୁଣି ଆମ୍ଭମାନଙ୍କ କନ୍ୟାଗଣ ମଧ୍ୟରୁ କେହି କେହି ଦାସୀ ହୋଇ ସାରିଲେଣି; ଆମ୍ଭମାନଙ୍କର ଆଉ କିଛି ଆୟତ୍ତ ନାହିଁ; କାରଣ ଅନ୍ୟ ଲୋକମାନେ ଆମ୍ଭମାନଙ୍କର ଶସ୍ୟକ୍ଷେତ୍ର ଓ ଦ୍ରାକ୍ଷାକ୍ଷେତ୍ର ଅଧିକାର କରିଅଛନ୍ତି।