Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 21:3 - ଓଡିଆ ବାଇବେଲ

3 ଯଦି ସେ ଏକାକୀ ଆସିଥାଏ, ତେବେ ସେ ଏକାକୀ ଯିବ; ଆଉ ଯଦି ସେ ବିବାହିତ ହୋଇ ଆସିଥାଏ, ତେବେ ତାହାର ଭାର୍ଯ୍ୟା ତାହା ସଙ୍ଗେ ବାହାରି ଯିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ଯେବେ ସେ ଏକାକୀ ଆସିଥାଏ, ତେବେ ସେ ଏକାକୀ ଯିବ; ଆଉ ଯେବେ ସେ ବିବାହିତ ହୋଇ ଆସିଥାଏ, ତେବେ ତାହାର ଭାର୍ଯ୍ୟା ତାହା ସଙ୍ଗେ ବାହାରି ଯିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ଯଦି ସେ ଏକାକୀ ଆସିଥାଏ, ତେବେ ସେ ଏକାକୀ ଯିବ; ଆଉ ଯଦି ସେ ବିବାହିତ ହୋଇ ଆସିଥାଏ, ତେବେ ତାହାର ଭାର୍ଯ୍ୟା ତାହା ସଙ୍ଗେ ବାହାରି ଯିବ।

Gade chapit la Kopi

ପବିତ୍ର ବାଇବଲ

3 ଯଦି ସେହି ଲୋକ ଜଣକ ବିବାହିତ ନ ହୋଇଥାଏ, ତେବେ ସେ ଏକାକୀ ଯିବ ଓ ଯଦି ସେ ବିବାହିତ ହୋଇଥାଏ ତେବେ ସେ ମୁକ୍ତ ହେବା ସମୟରେ ତା'ର ସ୍ତ୍ରୀକୁ ସାଙ୍ଗରେ ନେଇଯିବ।

Gade chapit la Kopi




ଯାତ୍ରା ପୁସ୍ତକ 21:3
5 Referans Kwoze  

ତୁମ୍ଭେ ଏବ୍ରୀୟ ଦାସ କ୍ରୟ କଲେ, ସେ ଛଅ ବର୍ଷ ସେବା କରିବ; ପୁଣି, ସପ୍ତମ ବର୍ଷରେ ସେ ବିନା ମୂଲ୍ୟରେ ମୁକ୍ତ ହୋଇଯିବ।


ପୁଣି, ଯଦି ତାହାର ପ୍ରଭୁ ତାହାକୁ ବିବାହ କରି ଦେଇଥାଏ ଓ ସେହି ସ୍ତ୍ରୀଠାରୁ ପୁତ୍ର-କନ୍ୟାର ଜନ୍ମ ହୋଇଥାଏ, ତେବେ ସେହି ସ୍ତ୍ରୀ ଓ ତାହାର ସନ୍ତାନମାନଙ୍କ ଉପରେ ତାହାର ପ୍ରଭୁର ଅଧିକାର ହେବ ଓ ସେ ଏକାକୀ ବାହାରି ଯିବ।


ଆଉ କେହି ଯଦି ଆପଣା କନ୍ୟାକୁ ଦାସୀ ରୂପେ ବିକ୍ରୟ କରେ, ତେବେ ସେ ଦାସମାନଙ୍କ ପରି ମୁକ୍ତ ହୋଇ ଯିବ ନାହିଁ।


ତହୁଁ ସେ ଆପଣା ସନ୍ତାନଗଣ ସହିତ ତୁମ୍ଭଠାରୁ ମୁକ୍ତ ହୋଇ ଆପଣା ବଂଶ ନିକଟକୁ ଓ ତାହାର ପୈତୃକ ଅଧିକାରକୁ ଫେରିଯିବ।


Swiv nou:

Piblisite


Piblisite