Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 21:36 - ଓଡିଆ ବାଇବେଲ

36 ମାତ୍ର ଗୋରୁ ପୂର୍ବେ ବିନ୍ଧୁଥିବାର ଜାଣି ଯଦି ତା’ର ସ୍ୱାମୀ ତାକୁ ସାବଧାନରେ ରଖି ନ ଥାଏ, ତେବେ ସେ ଗୋରୁ ପରିଶୋଧରେ ଗୋରୁ ଅବଶ୍ୟ ଦେବ, ମାତ୍ର ମୃତ ଗୋରୁ ତାହାର ନିଜର ହେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

36 ମାତ୍ର ଗୋରୁ ପୂର୍ବେ ବିନ୍ଧୁଥିବାର ଜାଣି ଯେବେ ତାʼର ସ୍ଵାମୀ ତାକୁ ସାବଧାନରେ ରଖି ନ ଥାଏ, ତେବେ ସେ ଗୋରୁ ପରିଶୋଧରେ ଗୋରୁ ଅବଶ୍ୟ ଦେବ, ମାତ୍ର ମୃତ ଗୋରୁ ତାହାର ନିଜର ହେବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

36 ମାତ୍ର ଗୋରୁ ପୂର୍ବେ ବିନ୍ଧୁଥିବାର ଜାଣି ଯଦି ତାʼର ସ୍ୱାମୀ ତାକୁ ସାବଧାନରେ ରଖି ନ ଥାଏ, ତେବେ ସେ ଗୋରୁ ପରିଶୋଧରେ ଗୋରୁ ଅବଶ୍ୟ ଦେବ, ମାତ୍ର ମୃତ ଗୋରୁ ତାହାର ନିଜର ହେବ।

Gade chapit la Kopi

ପବିତ୍ର ବାଇବଲ

36 ମାତ୍ର ତା'ର ଗୋରୁ ପୂର୍ବରୁ ବିନ୍ଧୁଥିବା ଜାଣି ଯଦି ତା'ର ମୁନିବ ତାକୁ ବାନ୍ଧି ନ ରଖେ, ତେବେ ସେ ଗୋରୁ ପରିଶୋଧରେ ଗୋରୁ ନେବ ମାତ୍ର ମୃତ ଗୋରୁ ତା'ର ନିଜର ହେବ।

Gade chapit la Kopi




ଯାତ୍ରା ପୁସ୍ତକ 21:36
4 Referans Kwoze  

ମାତ୍ର ସେହି ଗୋରୁ ପୂର୍ବେ ବିନ୍ଧୁଥାଏ, ଏଥିର ପ୍ରମାଣ ତାହାର ସ୍ୱାମୀକୁ ଦିଆଗଲେ ହେଁ ତାକୁ ନ ବାନ୍ଧିବା ସକାଶୁ ତାହା ଯଦି କୌଣସି ପୁରୁଷ କିମ୍ବା ସ୍ତ୍ରୀକୁ ବଧ କରେ, ତେବେ ସେହି ଗୋରୁ ପ୍ରସ୍ତର ଦ୍ୱାରା ହତ ହେବ; ପୁଣି, ତାହାର ସ୍ୱାମୀର ମଧ୍ୟ ପ୍ରାଣଦଣ୍ଡ ହେବ।


ଆଉ ଏକ ଜଣର ଗୋରୁ ଅନ୍ୟ ଜଣର ଗୋରୁକୁ ବିନ୍ଧିଲେ ସେହି ଗୋରୁ ଯଦି ମରିଯାଏ, ତେବେ ସେମାନେ ଜୀବିତ ଗୋରୁକୁ ବିକ୍ରୟ କରି ତହିଁର ମୂଲ୍ୟ ଦୁଇଭାଗ କରିବେ; ପୁଣି, ମୃତ ଗୋରୁକୁ ମଧ୍ୟ ଦୁଇଭାଗ କରି ନେବେ।


ଯଦି କେହି ଗୋରୁ କି ମେଷ ଚୋରି କରି ବଧ କରେ ଅବା ବିକ୍ରୟ କରେ, ତେବେ ସେ ଏକ ଗୋରୁ ପରିଶୋଧରେ ପାଞ୍ଚ ଗୋରୁ ଓ ଏକ ମେଷ ପରିଶୋଧରେ ଚାରି ମେଷ ଦେବ।


ପୁଣି, ଯେକେହି କୌଣସି ପଶୁକୁ ପ୍ରାଣାନ୍ତକ ଆଘାତ କରେ, ସେ ତହିଁର ପରିଶୋଧ ଦେବ; ପ୍ରାଣ ପରିଶୋଧରେ ପ୍ରାଣ।


Swiv nou:

Piblisite


Piblisite