Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 22:10 - ଓଡିଆ ବାଇବେଲ

10 ଆଉ ଯଦି କେହି ପ୍ରତିବାସୀ ନିକଟରେ ଆପଣା ଗଧ, ଗୋରୁ, ମେଷ, କିଅବା କୌଣସି ପଶୁ ପ୍ରତିପାଳନାର୍ଥେ ରଖନ୍ତି ପୁଣି, ଯଦି କାହାରି ନ ଦେଖିବାରେ ସେହି ପଶୁ ମରେ, ଅବା ଭଗ୍ନାଙ୍ଗ ହୁଏ କିଅବା ଅଡ଼ାଇ ନିଆଯାଏ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 କେହି ପ୍ରତିବାସୀ ନିକଟରେ ଆପଣା ଗଧ, କି ଗୋରୁ, କି ମେଷ, କିଅବା କୌଣସି ପଶୁ ପ୍ରତିପାଳନାର୍ଥେ ରଖିଲେ ଯେବେ କାହାରି ନ ଦେଖିବାରେ ସେହି ପଶୁ ମରେ, ଅବା ଭଗ୍ନାଙ୍ଗ ହୁଏ କିଅବା ଅଡ଼ାଇ ନିଆଯାଏ,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ଆଉ ଯଦି କେହି ପ୍ରତିବାସୀ ନିକଟରେ ଆପଣା ଗଧ, ଗୋରୁ, ମେଷ, କିଅବା କୌଣସି ପଶୁ ପ୍ରତିପାଳନାର୍ଥେ ରଖନ୍ତି ପୁଣି, ଯଦି କାହାରି ନ ଦେଖିବାରେ ସେହି ପଶୁ ମରେ, ଅବା ଭଗ୍ନାଙ୍ଗ ହୁଏ କିଅବା ଅଡ଼ାଇ ନିଆଯାଏ,

Gade chapit la Kopi

ପବିତ୍ର ବାଇବଲ

10 “କୌଣସି ଲୋକ ଯଦି ଅନ୍ୟ କାହାର ଗଧ କି ଗୋରୁ, କି ମେଷ, କିଅବା କୌଣସି ପଶୁ ପ୍ରତିପାଳନାର୍ଥେ ରଖିଥାଏ, ଯଦି ଅଦେଖାରେ ସେ ପଶୁ ମରେ କିମ୍ବା ଅଙ୍ଗହାନି ହୁଏ କିମ୍ବା ତଡ଼ି ଦିଆଯାଏ,

Gade chapit la Kopi




ଯାତ୍ରା ପୁସ୍ତକ 22:10
6 Referans Kwoze  

ଏହି କାରଣରୁ ମଧ୍ୟ ମୁଁ ଏହି ସବୁ ଦୁଃଖଭୋଗ କରୁଅଛି; ତଥାପି ମୁଁ ଲଜ୍ଜିତ ନୁହେଁ, କାରଣ ମୁଁ ଯାହାଙ୍କଠାରେ ବିଶ୍ୱାସ କରିଅଛି, ତାହାଙ୍କୁ ଜାଣେ, ପୁଣି, ମୁଁ ତାହାଙ୍କ ହାତରେ ଯାହା ସମର୍ପଣ କରିଅଛି, ତାହା ମହାଦିନ (ବିଚାର ଦିନ) ପର୍ଯ୍ୟନ୍ତ ସୁରକ୍ଷା କରିବାକୁ ସେ ଯେ ସମର୍ଥ ଅଟନ୍ତି, ଏହା ଦୃଢ଼ରୂପେ ବିଶ୍ୱାସ କରୁଅଛି |


ଅତଏବ, ଯଦି ତୁମ୍ଭେମାନେ ଅଧର୍ମ ଧନରେ ବିଶ୍ୱସ୍ତ ହୋଇ ନାହଁ, ତେବେ କିଏ ତୁମ୍ଭମାନଙ୍କୁ ବିଶ୍ୱାସ କରି ସତ୍ୟ ଧନ ତୁମ୍ଭମାନଙ୍କ ହସ୍ତରେ ସମର୍ପଣ କରିବ ?


ସେ ବହୁତ ପ୍ରହାରରେ ପ୍ରହାରିତ ହେବ; କିନ୍ତୁ ଯେ ନ ଜାଣି ପ୍ରହାରଯୋଗ୍ୟ କର୍ମ କରିଥାଏ, ସେ ଅଳ୍ପ ପ୍ରହାରରେ ପ୍ରହାରିତ ହେବ । ଯାହାକୁ ବହୁତ ଦିଆଯାଇଅଛି, ତାହାଠାରୁ ବହୁତ ଦାବି କରାଯିବ; ପୁଣି, ଲୋକେ ଯାହା ନିକଟରେ ବହୁତ ସମର୍ପଣ କରିଅଛନ୍ତି, ତାହା ନିକଟରୁ ବହୁତ ଦାବି କରିବେ ।


ମାତ୍ର ଯୋଷେଫ ଅସ୍ୱୀକାର କରି ଆପଣା ପ୍ରଭୁର ଭାର୍ଯ୍ୟାକୁ କହିଲେ, “ଦେଖ, ଏ ଗୃହରେ ଯାହା ଅଛି ମୋ’ ପ୍ରଭୁ ତହିଁର ତତ୍ତ୍ୱ ନିଅନ୍ତି ନାହିଁ, ସେ ମୋ’ ହସ୍ତରେ ଆପଣାର ସର୍ବସ୍ୱ ସମର୍ପଣ କରିଅଛନ୍ତି।


ପୁଣି, ସର୍ବପ୍ରକାର ଅଧର୍ମ ବିଷୟରେ, ଅର୍ଥାତ୍‍, ଗୋରୁ, ଗର୍ଦ୍ଦଭ, ମେଷ କିଅବା ବସ୍ତ୍ରାଦି, ଯେକୌଣସି ହଜିଲା ଦ୍ରବ୍ୟ ବିଷୟରେ ଯଦି କେହି କହେ, ଏହା ସେହି ଦ୍ରବ୍ୟ, ତେବେ ଉଭୟ ପକ୍ଷର କଥା ପରମେଶ୍ୱରଙ୍କ ସାକ୍ଷାତରେ ଉପସ୍ଥିତ ହେବ; ତହିଁରେ ପରମେଶ୍ୱର ଯାହାକୁ ଦୋଷୀ କରିବେ, ସେ ଆପଣା ପ୍ରତିବାସୀକୁ ଦୁଇ ଗୁଣ ଦେବ।


ତେବେ ସେ ପ୍ରତିବାସୀର ଦ୍ରବ୍ୟରେ ହସ୍ତ ଦେଇଅଛି କି ନାହିଁ, ଏ ବିଷୟରେ ଉଭୟଙ୍କ ମଧ୍ୟରେ ସଦାପ୍ରଭୁଙ୍କର ଶପଥ ହେବ; ପଶୁର ମାଲିକ ସେହି ଶପଥ ଗ୍ରହଣ କରିବ, ପୁଣି, ସେ ପରିଶୋଧ କରିବ ନାହିଁ।


Swiv nou:

Piblisite


Piblisite