ଯାତ୍ରା ପୁସ୍ତକ 22:22 - ଓଡିଆ ବାଇବେଲ22 ତୁମ୍ଭେମାନେ କୌଣସି ବିଧବା କି ପିତୃହୀନ ସନ୍ତାନକୁ କ୍ଲେଶ ଦେବ ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)22 ତୁମ୍ଭେମାନେ କୌଣସି ବିଧବା କି ପିତୃହୀନ ସନ୍ତାନକୁ କ୍ଲେଶ ଦେବ ନାହିଁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ତୁମ୍ଭେମାନେ କୌଣସି ବିଧବା କି ପିତୃହୀନ ସନ୍ତାନକୁ କ୍ଲେଶ ଦେବ ନାହିଁ। Gade chapit laପବିତ୍ର ବାଇବଲ22 “କୌଣସି ବିଧବା କିମ୍ବା ପିତାମାତାହୀନ ସନ୍ତାନଙ୍କର କୌଣସି କ୍ଷତି କରିବ ନାହିଁ। Gade chapit la |
“ପୁଣି, ଆମ୍ଭେ ବିଚାର କରିବା ପାଇଁ ତୁମ୍ଭମାନଙ୍କ ନିକଟକୁ ଆସିବା ଆଉ, ତାନ୍ତ୍ରିକ ଓ ବ୍ୟଭିଚାରୀ ଓ ମିଥ୍ୟା ଶପଥକାରୀମାନଙ୍କ ବିରୁଦ୍ଧରେ ଓ ଯେଉଁମାନେ ବେତନଜୀବୀର ବେତନ ବିଷୟରେ, ବିଧବା ଓ ପିତୃହୀନ ପ୍ରତି ଅତ୍ୟାଚାର କରନ୍ତି, ଆଉ ବିଦେଶୀର ପ୍ରତି ଅନ୍ୟାୟ କରନ୍ତି ଓ ଆମ୍ଭଙ୍କୁ ଭୟ ନ କରନ୍ତି, ସେମାନଙ୍କ ବିରୁଦ୍ଧରେ ଆମ୍ଭେ ଶୀଘ୍ର ସାକ୍ଷୀ ହେବା,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।