ଯାତ୍ରା ପୁସ୍ତକ 24:7 - ଓଡିଆ ବାଇବେଲ7 ପୁଣି, ନିୟମ-ପୁସ୍ତକ ନେଇ ଲୋକମାନଙ୍କ କର୍ଣ୍ଣ-ଗୋଚରରେ ପାଠ କଲେ; ତହିଁରେ ସେମାନେ କହିଲେ, “ସଦାପ୍ରଭୁ ଯାହା ଯାହା କହିଅଛନ୍ତି, ତାହା ସବୁ ଆମ୍ଭେମାନେ ପାଳନ କରିବା ଓ ଆଜ୍ଞାବହ ହେବା।” Gade chapit laପବିତ୍ର ବାଇବଲ (Re-edited) - (BSI)7 ପୁଣି ନିୟମ-ପୁସ୍ତକ ନେଇ ଲୋକମାନଙ୍କ କର୍ଣ୍ଣ-ଗୋଚରରେ ପାଠ କଲେ; ତହିଁରେ ସେମାନେ କହିଲେ, ସଦାପ୍ରଭୁ ଯାହା ଯାହା କହିଅଛନ୍ତି, ତାହା ସବୁ ଆମ୍ଭେମାନେ ପାଳନ କରିବା ଓ ଆଜ୍ଞାବହ ହେବା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ପୁଣି, ନିୟମ-ପୁସ୍ତକ ନେଇ ଲୋକମାନଙ୍କ କର୍ଣ୍ଣଗୋଚରରେ ପାଠ କଲେ; ତହିଁରେ ସେମାନେ କହିଲେ, “ସଦାପ୍ରଭୁ ଯାହା ଯାହା କହିଅଛନ୍ତି, ତାହାସବୁ ଆମ୍ଭେମାନେ ପାଳନ କରିବା ଓ ଆଜ୍ଞାବହ ହେବା।” Gade chapit laପବିତ୍ର ବାଇବଲ7 ମୋଶା ବିଶେଷ ନିୟମ ଲେଖାଯାଇଥିବା ନଳାକାର ପୁସ୍ତକ ନେଇ ଲୋକମାନଙ୍କ ଆଗରେ ପାଠ କଲେ। ସେମାନେ କହିଲେ, “ସଦାପ୍ରଭୁ ଯାହାସବୁ କରିଛନ୍ତି ଆମ୍ଭେମାନେ ତାହା କରିବୁ ଏବଂ ଆମ୍ଭେମାନେ ମାନିବୁ।” Gade chapit la |