Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 26:11 - ଓଡିଆ ବାଇବେଲ

11 ଆଉ ପିତ୍ତଳର ପଚାଶ ଆଙ୍କୁଡ଼ା କରି ସେହି ଫାଶରେ ପ୍ରବେଶ କରାଇ ତମ୍ବୁ ଯୋଡ଼ିବ; ତହିଁରେ ତାହା ଏକ ତମ୍ବୁ ହେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ଆଉ ପିତ୍ତଳର ପଚାଶ ଘୁଣ୍ତି କରି ସେହି ଘୁଣ୍ତିଘରାରେ ପ୍ରବେଶ କରାଇ ତମ୍ଵୁ ଯୋଡ଼ିବ; ତହିଁରେ ତାହା ଏକ ତମ୍ଵୁ ହେବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ଆଉ ପିତ୍ତଳର ପଚାଶ ଆଙ୍କୁଡ଼ା କରି ସେହି ଫାଶରେ ପ୍ରବେଶ କରାଇ ତମ୍ବୁ ଯୋଡ଼ିବ; ତହିଁରେ ତାହା ଏକ ତମ୍ବୁ ହେବ।

Gade chapit la Kopi

ପବିତ୍ର ବାଇବଲ

11 ଏହା ପରେ ପିତ୍ତଳର ପଗ୍ଭ‌ଶ୍‌ଟି କଡ଼ା ତିଆରି କର ଏବଂ ସେହି ତମ୍ବୁର ବସ୍ତ୍ର ସହିତ ଏହି କଡ଼ାଗୁଡ଼ିକୁ ଯୋଡ଼ି ଦିଅ, ଏହା ଗୋଟିଏ ତମ୍ବୁ ହେବ।

Gade chapit la Kopi




ଯାତ୍ରା ପୁସ୍ତକ 26:11
4 Referans Kwoze  

ପୁଣି, ପଚାଶ ସ୍ୱର୍ଣ୍ଣ ଆଙ୍କୁଡ଼ା କରି ଆଙ୍କୁଡ଼ାରେ ଯବନିକା ସକଳ ପରସ୍ପର ଯୋଡ଼ିବ; ତହିଁରେ ଏକ ଆବାସ ହେବ।


ପୁଣି, ଏକତ୍ର ପାଞ୍ଚ ଯବନିକାର ପରସ୍ପର ଯୋଗ ରହିବ, ଆଉ ଅବଶିଷ୍ଟ ପାଞ୍ଚ ଯବନିକାର ପରସ୍ପର ଯୋଗ ରହିବ।


ଆଉ ଯୋଡ଼ ସ୍ଥାନରେ ପ୍ରଥମ ଶେଷ ଯବନିକାର ଧଡ଼ିରେ ପଚାଶ ଫାଶ କରିବ ଓ ଦ୍ୱିତୀୟ ଯବନିକାର ଯୋଡ଼ସ୍ଥାନ ଧଡ଼ିରେ ପଚାଶ ଫାଶ କରିବ।


ସେହି ତମ୍ବୁ ଯବନିକାର ଅତିରିକ୍ତ ଅଂଶ, ଅର୍ଥାତ୍‍, ଯେଉଁ ଯବନିକା ଅର୍ଦ୍ଧ ଅତିରିକ୍ତ ଥିବ, ତାହା ଆବାସର ପଶ୍ଚାତ୍‍ ପାର୍ଶ୍ୱରେ ଓହଳି ରହିବ।


Swiv nou:

Piblisite


Piblisite