Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 26:12 - ଓଡିଆ ବାଇବେଲ

12 ସେହି ତମ୍ବୁ ଯବନିକାର ଅତିରିକ୍ତ ଅଂଶ, ଅର୍ଥାତ୍‍, ଯେଉଁ ଯବନିକା ଅର୍ଦ୍ଧ ଅତିରିକ୍ତ ଥିବ, ତାହା ଆବାସର ପଶ୍ଚାତ୍‍ ପାର୍ଶ୍ୱରେ ଓହଳି ରହିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ସେହି ତମ୍ଵୁ ଯବନିକାର ଅତିରିକ୍ତ ଅଂଶ, ଅର୍ଥାତ୍, ଯେଉଁ ଅର୍ଦ୍ଧ ଯବନିକା ଅତିରିକ୍ତ ଥିବ, ତାହା ଆବାସର ପଶ୍ଚାତ୍ ପାର୍ଶ୍ଵରେ ଓହଳି ରହିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ସେହି ତମ୍ବୁ ଯବନିକାର ଅତିରିକ୍ତ ଅଂଶ, ଅର୍ଥାତ୍‍, ଯେଉଁ ଅର୍ଦ୍ଧ ଯବନିକା ଅତିରିକ୍ତ ଥିବ, ତାହା ଆବାସର ପଶ୍ଚାତ୍‍ ପାର୍ଶ୍ୱରେ ଓହଳି ରହିବ।

Gade chapit la Kopi

ପବିତ୍ର ବାଇବଲ

12 ସେହି ତମ୍ବୁ କପଡ଼ାରେ ଅତିରିକ୍ତ ଅଂଶ ଅର୍ଥାତ୍ ଯେଉଁ ଅର୍ଦ୍ଧେକ କପଡ଼ା ଅତିରିକ୍ତ ଥିବ, ତାହା ପବିତ୍ର ତମ୍ବୁର ପଛ ପାଖରେ ଓହଳି ରହିବ।

Gade chapit la Kopi




ଯାତ୍ରା ପୁସ୍ତକ 26:12
3 Referans Kwoze  

ଆଉ ପିତ୍ତଳର ପଚାଶ ଆଙ୍କୁଡ଼ା କରି ସେହି ଫାଶରେ ପ୍ରବେଶ କରାଇ ତମ୍ବୁ ଯୋଡ଼ିବ; ତହିଁରେ ତାହା ଏକ ତମ୍ବୁ ହେବ।


ଆଉ ତମ୍ବୁ ଯବନିକାର ଅବଶିଷ୍ଟ ଯେଉଁ ଦୀର୍ଘ ଅଂଶ ଏ ପାର୍ଶ୍ୱରେ ଏକ ହସ୍ତ ଓ ସେ ପାର୍ଶ୍ୱରେ ଏକ ହସ୍ତ ଅତିରିକ୍ତ ରହିବ, ତାହା ଆବାସର ଏ ପାର୍ଶ୍ୱ ସେ ପାର୍ଶ୍ୱରେ ଆଚ୍ଛାଦନାର୍ଥେ ଝୁଲିବ।


ଆଉ ସେହି ଆବାସ ଉପରେ ଆଚ୍ଛାଦନାର୍ଥକ ତମ୍ବୁ ନିମନ୍ତେ ଛାଗ ଲୋମର ଏକାଦଶ ଯବନିକା ପ୍ରସ୍ତୁତ କରିବ।


Swiv nou:

Piblisite


Piblisite