Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 26:13 - ଓଡିଆ ବାଇବେଲ

13 ଆଉ ତମ୍ବୁ ଯବନିକାର ଅବଶିଷ୍ଟ ଯେଉଁ ଦୀର୍ଘ ଅଂଶ ଏ ପାର୍ଶ୍ୱରେ ଏକ ହସ୍ତ ଓ ସେ ପାର୍ଶ୍ୱରେ ଏକ ହସ୍ତ ଅତିରିକ୍ତ ରହିବ, ତାହା ଆବାସର ଏ ପାର୍ଶ୍ୱ ସେ ପାର୍ଶ୍ୱରେ ଆଚ୍ଛାଦନାର୍ଥେ ଝୁଲିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ଆଉ ତମ୍ଵୁ ଯବନିକାର ଦୀର୍ଘତାର ଯେଉଁ ଅଂଶ ଏପାର୍ଶ୍ଵରେ ଏକ ହସ୍ତ ଓ ସେପାର୍ଶ୍ଵରେ ଏକ ହସ୍ତ ଅତିରିକ୍ତ ରହିବ, ତାହା ଆବାସର ଏପାର୍ଶ୍ଵ-ସେପାର୍ଶ୍ଵରେ ଆଚ୍ଛାଦନାର୍ଥେ ଝୁଲିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ଆଉ ତମ୍ବୁ ଯବନିକାର ଅବଶିଷ୍ଟ ଯେଉଁ ଦୀର୍ଘ ଅଂଶ ଏ ପାର୍ଶ୍ୱରେ ଏକ ହସ୍ତ ଓ ସେ ପାର୍ଶ୍ୱରେ ଏକ ହସ୍ତ ଅତିରିକ୍ତ ରହିବ, ତାହା ଆବାସର ଏ ପାର୍ଶ୍ୱ ସେ ପାର୍ଶ୍ୱରେ ଆଚ୍ଛାଦନାର୍ଥେ ଝୁଲିବ।

Gade chapit la Kopi

ପବିତ୍ର ବାଇବଲ

13 ଆଉ ତମ୍ବୁ କପଡ଼ାର ଦୀର୍ଘତାର ଯେଉଁ ଅଂଶ ଏପାଖରେ ଏକ ହସ୍ତ ଓ ସେପାଖରେ ଏକ ହସ୍ତ ଅତିରିକ୍ତ ରହିବ। ତାହା ପବିତ୍ର ତମ୍ବୁର ଏପାର୍ଶ୍ୱ-ସେପାର୍ଶ୍ୱରେ ଆଚ୍ଛାଦାନାର୍ଥେ ଝୁଲିବ।

Gade chapit la Kopi




ଯାତ୍ରା ପୁସ୍ତକ 26:13
4 Referans Kwoze  

ସେହି ପ୍ରତ୍ୟେକ ଯବନିକାର ଦୈର୍ଘ୍ୟ ତିରିଶ ହସ୍ତ ଓ ପ୍ରସ୍ଥ ଚାରି ହସ୍ତ; ଏହି ଏକାଦଶ ଯବନିକାର ଏକ ପରିମାଣ ହେବ।


ସେହି ପ୍ରତ୍ୟେକ ଯବନିକା ଅଠାଇଶ ହସ୍ତ ଦୀର୍ଘ ଓ ଚାରି ହସ୍ତ ପ୍ରସ୍ଥ, ସମସ୍ତ ଯବନିକାର ଏକ ପରିମାଣ ହେବ।


ସେହି ତମ୍ବୁ ଯବନିକାର ଅତିରିକ୍ତ ଅଂଶ, ଅର୍ଥାତ୍‍, ଯେଉଁ ଯବନିକା ଅର୍ଦ୍ଧ ଅତିରିକ୍ତ ଥିବ, ତାହା ଆବାସର ପଶ୍ଚାତ୍‍ ପାର୍ଶ୍ୱରେ ଓହଳି ରହିବ।


ଏଉତ୍ତାରେ ତୁମ୍ଭେ ରକ୍ତୀକୃତ ମେଷର ଚର୍ମରେ ତମ୍ବୁର ଏକ ଛାତ କରିବ, ଆଉ ତହିଁ ଉପରେ ଶିଶୁକ ଚର୍ମରେ ଏକ ଛାତ କରିବ।


Swiv nou:

Piblisite


Piblisite