Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 26:14 - ଓଡିଆ ବାଇବେଲ

14 ଏଉତ୍ତାରେ ତୁମ୍ଭେ ରକ୍ତୀକୃତ ମେଷର ଚର୍ମରେ ତମ୍ବୁର ଏକ ଛାତ କରିବ, ଆଉ ତହିଁ ଉପରେ ଶିଶୁକ ଚର୍ମରେ ଏକ ଛାତ କରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ଏଉତ୍ତାରେ ତୁମ୍ଭେ ରକ୍ତୀକୃତ ମେଷଚର୍ମରେ ତମ୍ଵୁର ଏକ ଛାତ କରିବ, ଆଉ ତହିଁ ଉପରେ ଶିଶୁକ ଚର୍ମରେ ଏକ ଛାତ କରିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ଏଉତ୍ତାରେ ତୁମ୍ଭେ ରକ୍ତୀକୃତ ମେଷର ଚର୍ମରେ ତମ୍ବୁର ଏକ ଛାତ କରିବ, ଆଉ ତହିଁ ଉପରେ ଶିଶୁକ ଚର୍ମରେ ଏକ ଛାତ କରିବ।

Gade chapit la Kopi

ପବିତ୍ର ବାଇବଲ

14 ଏହା ପରେ ତୁମ୍ଭେ ରକ୍ତୀକୃତ ମେଷ ଚର୍ମରେ ତମ୍ବୁର ଏକ ଛାତ କରିବ। ଆଉ ତହିଁ ଉପରେ ଏକ ଶିଶୁକଚର୍ମରେ ଏକ ଛାତ କରିବ।

Gade chapit la Kopi




ଯାତ୍ରା ପୁସ୍ତକ 26:14
14 Referans Kwoze  

ପୁଣି, ସେ ରକ୍ତୀକୃତ ମେଷ ଚର୍ମରେ ତମ୍ବୁର ଏକ ଛାତ ଓ ତହିଁ ଉପରେ ଶିଶୁକ ଚର୍ମର ଏକ ଛାତ ପ୍ରସ୍ତୁତ କଲେ।


ରକ୍ତୀକୃତ ମେଷର ଚର୍ମ ଓ ଶିଶୁକ ଚର୍ମ, ଶିଟୀମ୍‍ କାଷ୍ଠ,


ଆହୁରି, ଆମ୍ଭେ ତୁମ୍ଭକୁ ବିଚିତ୍ର ବସ୍ତ୍ର ପିନ୍ଧାଇଲୁ, ଶିଶୁକ ଚର୍ମର ପାଦୁକା ପିନ୍ଧାଇଲୁ ଓ ଆମ୍ଭେ ଶୁଭ୍ର କ୍ଷୌମ ବସ୍ତ୍ରରେ ତୁମ୍ଭର କଟୀବନ୍ଧନ କରାଇଲୁ, ପୁଣି, ପଟ୍ଟବସ୍ତ୍ରରେ ବିଭୂଷିତା କଲୁ।


କାରଣ ତୁମ୍ଭେ ଦରିଦ୍ରର ଦୃଢ଼ ଦୁର୍ଗ, ଦୀନହୀନର ସଙ୍କଟ ସମୟରେ ତାହାର ଦୃଢ଼ ଦୁର୍ଗ, ଭୟଙ୍କର ଲୋକମାନଙ୍କ ଶ୍ୱାସବାୟୁ ପ୍ରବଳ ବତାସ ତୁଲ୍ୟ ପ୍ରାଚୀରରେ ଲାଗିବା ବେଳେ ପ୍ରବଳ ବତାସ ନିବାରକ ଆଶ୍ରୟ, ତାପ ନିବାରକ ଛାୟା ହୋଇଅଛ।


ପୁଣି, ଦିବସରେ ଗ୍ରୀଷ୍ମରୁ ଛାୟା ନିମନ୍ତେ, ଆଉ ଝଡ଼ ଓ ବୃଷ୍ଟିରୁ ଆଶ୍ରୟ ଓ ଆଚ୍ଛାଦନ ସ୍ଥାନ ସ୍ୱରୂପ ହେବା ନିମନ୍ତେ ଏକ ଆବାସ ହେବ।


କାରଣ ବିପଦ ଦିନରେ ସେ ଆପଣା ଆବାସରେ ମୋତେ ଗୋପନ କରି ରଖିବେ; ସେ ଆପଣା ତମ୍ବୁର ଅନ୍ତରାଳରେ ମୋତେ ଲୁଚାଇବେ; ସେ ମୋତେ ଶୈଳ ଉପରକୁ ଉଠାଇବେ।


ପୁଣି, ସେମାନେ ତାହା ଓ ତହିଁର ସମସ୍ତ ପାତ୍ର ଶିଶୁକଚର୍ମର ଏକ ଆଚ୍ଛାଦନରେ ରଖି ଦୋଳା ଉପରେ ଥୋଇବେ।


ଛାଉଣି ଅଗ୍ରସର ହେବା ସମୟରେ ହାରୋଣ ଓ ତାହାର ପୁତ୍ରଗଣ ଭିତରେ ଯାଇ ଆଚ୍ଛାଦନର ବିଚ୍ଛେଦ ବସ୍ତ୍ର ନେଇ ସାକ୍ଷ୍ୟ-ସିନ୍ଦୁକ ଢାଙ୍କିବେ


ପୁଣି, ରକ୍ତୀକୃତ ମେଷଚର୍ମ ନିର୍ମିତ ଛାତ ଓ ଶିଶୁକଚର୍ମ ନିର୍ମିତ ଛାତ ଓ ଆଚ୍ଛାଦନର ବିଚ୍ଛେଦ ବସ୍ତ୍ର;


ପୁଣି, ଯେଉଁମାନଙ୍କ ନିକଟରେ ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ, ଶୁଭ୍ର କ୍ଷୌମ ସୂତ୍ର, ଛାଗର ଲୋମ, ରକ୍ତୀକୃତ ମେଷ ଚର୍ମ ଓ ଶିଶୁକ ଚର୍ମ ଥିଲା, ସେମାନେ ପ୍ରତ୍ୟେକେ ତାହା ଆଣିଲେ।


ପୁଣି, ରକ୍ତୀକୃତ ମେଷ ଚର୍ମ, ଶିଶୁକ ଚର୍ମ ଓ ଶିଟୀମ୍‍ କାଷ୍ଠ,


ଆଉ ତମ୍ବୁ ଯବନିକାର ଅବଶିଷ୍ଟ ଯେଉଁ ଦୀର୍ଘ ଅଂଶ ଏ ପାର୍ଶ୍ୱରେ ଏକ ହସ୍ତ ଓ ସେ ପାର୍ଶ୍ୱରେ ଏକ ହସ୍ତ ଅତିରିକ୍ତ ରହିବ, ତାହା ଆବାସର ଏ ପାର୍ଶ୍ୱ ସେ ପାର୍ଶ୍ୱରେ ଆଚ୍ଛାଦନାର୍ଥେ ଝୁଲିବ।


ସେମାନେ ଆବାସର ଯବନିକା ସକଳ ଓ ସମାଗମ-ତମ୍ବୁ, ତହିଁର ଆଚ୍ଛାଦନ ଓ ତହିଁର ଉପରିସ୍ଥିତ ଶିଶୁକର ଚର୍ମର ଛାତ ଓ ସମାଗମ-ତମ୍ବୁ ଦ୍ୱାରର ଆଚ୍ଛାଦନ ବସ୍ତ୍ର;


Swiv nou:

Piblisite


Piblisite