Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 26:23 - ଓଡିଆ ବାଇବେଲ

23 ପୁଣି, ଆବାସର ସେହି ପଶ୍ଚାଦ୍‍ଭାଗର ଦୁଇ କୋଣରେ ଦୁଇ ଖଣ୍ଡ ପଟା ଦେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

23 ପୁଣି ଆବାସର ସେହି ପଶ୍ଚାଦ୍ଭାଗର ଦୁଇ କୋଣରେ ଦୁଇ ଖଣ୍ତ ପଟା ଦେବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ପୁଣି, ଆବାସର ସେହି ପଶ୍ଚାଦ୍‍ ଭାଗର ଦୁଇ କୋଣରେ ଦୁଇ ଖଣ୍ଡ ପଟା ଦେବ।

Gade chapit la Kopi

ପବିତ୍ର ବାଇବଲ

23 ପବିତ୍ର ତମ୍ବୁର ସେହି ପଛପଟେ ପ୍ରତ୍ୟେକ ପାଖ କୋଣରେ ଦୁଇଖଣ୍ଡ ତକ୍ତା ରହିବ।

Gade chapit la Kopi




ଯାତ୍ରା ପୁସ୍ତକ 26:23
3 Referans Kwoze  

ଆବାସର ପଶ୍ଚିମ ଦିଗସ୍ଥ ପଶ୍ଚାତ୍‍ ପାର୍ଶ୍ୱ ନିମନ୍ତେ ଛଅ ଖଣ୍ଡ ପଟା ହେବ।


ଏହି କୋଣରେ ଥିବା ପଟାଗୁଡ଼ିକ ଯୋଡ଼ା ହୋଇ ଉପର ମୁଣ୍ଡ ପର୍ଯ୍ୟନ୍ତ ସଂଯୁକ୍ତ ହେବ, ଦୁଇ କୋଣରେ ଥିବା ଦୁଇଟି ପଟା ଏହିପରି ତିଆରି ହେବ।


ପୁଣି, ସେ ଗୃହର ପଶ୍ଚାତ୍‍ଭାଗ କୋଡ଼ିଏ ହାତ କରି ଚଟାଣରୁ କାନ୍ଥ ପର୍ଯ୍ୟନ୍ତ ଏରସ କାଷ୍ଠର ପଟା ଦେଲେ; ସେ ଭିତରେ ମହା ପବିତ୍ର ସ୍ଥାନ , ଅର୍ଥାତ୍‍, ମହାପବିତ୍ର-ସ୍ଥାନ ନିମନ୍ତେ ତାହା ପ୍ରସ୍ତୁତ କଲେ।


Swiv nou:

Piblisite


Piblisite