Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 26:24 - ଓଡିଆ ବାଇବେଲ

24 ଏହି କୋଣରେ ଥିବା ପଟାଗୁଡ଼ିକ ଯୋଡ଼ା ହୋଇ ଉପର ମୁଣ୍ଡ ପର୍ଯ୍ୟନ୍ତ ସଂଯୁକ୍ତ ହେବ, ଦୁଇ କୋଣରେ ଥିବା ଦୁଇଟି ପଟା ଏହିପରି ତିଆରି ହେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

24 ପୁଣି ତହିଁ ତଳେ ଯୋଡ଼ ହେବ ଓ ସେହି ରୂପେ ତହିଁ ମୁଣ୍ତରେ ପ୍ରଥମ କଡ଼ା ନିକଟରେ ଯୋଡ଼ା ହେବ; ଏହିରୂପେ ଦୁଇରେ ହେବ; ତାହାସବୁ ଦୁଇ କୋଣ ନିମନ୍ତେ ହେବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 ଏହି କୋଣରେ ଥିବା ପଟାଗୁଡ଼ିକ ଯୋଡ଼ା ହୋଇ ଉପର ମୁଣ୍ଡ ପର୍ଯ୍ୟନ୍ତ ସଂଯୁକ୍ତ ହେବ, ଦୁଇ କୋଣରେ ଥିବା ଦୁଇଟି ପଟା ଏହିପରି ତିଆରି ହେବ।

Gade chapit la Kopi

ପବିତ୍ର ବାଇବଲ

24 ତହିଁ ତଳେ ଯୋଡ଼ ହେବ ଓ ସେହିପରି ତହିଁ ମୁଣ୍ଡରେ ପ୍ରଥମ କଡ଼ା ନିକଟରେ ଯୋଡ଼ ହେବ, ଏହିପରି ଦୁଇଥର ହେବ। ତାହା ସବୁ ଦୁଇ କୋଣ ନିମନ୍ତେ ହେବ।

Gade chapit la Kopi




ଯାତ୍ରା ପୁସ୍ତକ 26:24
7 Referans Kwoze  

ତାହାଙ୍କ ନିକଟକୁ ଆସି ତୁମ୍ଭେମାନେ ମଧ୍ୟ ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ଈଶ୍ୱରଙ୍କ ନିକଟରେ ସୁଗ୍ରାହ୍ୟ ଆତ୍ମିକ ବଳି ଉତ୍ସର୍ଗ କରିବା ନିମନ୍ତେ ପବିତ୍ର ଯାଜକବର୍ଗ ହେବା ପାଇଁ ଜୀବନ୍ତ ପ୍ରସ୍ତର ସ୍ୱରୂପ ହୋଇ ଗୋଟିଏ ଆତ୍ମିକ ଗୃହରୂପରେ ନିର୍ମିତ ହୁଅ ।


ତୁମ୍ଭେମାନେ କି ଜାଣ ନାହିଁ ଯେ, ତୁମ୍ଭେମାନେ ଈଶ୍ୱରଙ୍କ ମନ୍ଦିର, ଆଉ ଈଶ୍ୱରଙ୍କ ଆତ୍ମା ତୁମ୍ଭମାନଙ୍କ ଅନ୍ତରରେ ବାସ କରନ୍ତି;


ହେ ଭାଇମାନେ, ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ନାମରେ ମୁଁ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛି, ଯେପରି ତୁମ୍ଭେମାନେ ସମସ୍ତେ ଏକ କଥା କୁହ, ଆଉ ତୁମ୍ଭମାନଙ୍କ ମଧ୍ୟରେ ଦଳଭେଦ ନ ହୁଏ, କିନ୍ତୁ ତୁମ୍ଭେମାନେ ଏକ ମନରେ ଓ ଏକ ବିଚାରରେ ସମ୍ମିଳିତ ହୁଅ ।


ପୁଣି, ଆବାସର ସେହି ପଶ୍ଚାଦ୍‍ଭାଗର ଦୁଇ କୋଣରେ ଦୁଇ ଖଣ୍ଡ ପଟା ଦେବ।


ତହିଁରେ ତହିଁର ପଟା ଆଠ ଖଣ୍ଡ ହେବ ଓ ତହିଁର ଷୋଳ ରୂପା ଚୁଙ୍ଗୀ ହେବ; ଏକ ପଟା ତଳେ ଦୁଇ ଚୁଙ୍ଗୀ ଓ ଅନ୍ୟାନ୍ୟ ପଟା ତଳେ ଦୁଇ ଚୁଙ୍ଗୀ ହେବ।


Swiv nou:

Piblisite


Piblisite