Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 26:35 - ଓଡିଆ ବାଇବେଲ

35 ବିଚ୍ଛେଦ ବସ୍ତ୍ରର ବାହାରେ ମେଜ ରଖିବ ଓ ମେଜ ସମ୍ମୁଖରେ ଆବାସର ଦକ୍ଷିଣ ଦିଗରେ ଦୀପବୃକ୍ଷ ରଖିବ ଓ ଉତ୍ତର ଦିଗରେ ମେଜ ରଖିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

35 ବିଚ୍ଛେଦବସ୍ତ୍ରର ବାହାରେ ମେଜ ରଖିବ ଓ ମେଜ ସମ୍ମୁଖରେ ଆବାସର ଦକ୍ଷିଣ ଦିଗରେ ଦୀପବୃକ୍ଷ ରଖିବ ଓ ଉତ୍ତର ଦିଗରେ ମେଜ ରଖିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

35 ବିଚ୍ଛେଦ ବସ୍ତ୍ରର ବାହାରେ ମେଜ ରଖିବ ଓ ମେଜ ସମ୍ମୁଖରେ ଆବାସର ଦକ୍ଷିଣ ଦିଗରେ ଦୀପବୃକ୍ଷ ରଖିବ ଓ ଉତ୍ତର ଦିଗରେ ମେଜ ରଖିବ।

Gade chapit la Kopi

ପବିତ୍ର ବାଇବଲ

35 “ପରଦାର ବାହାର ପାର୍ଶ୍ୱରେ ମେଜ ରଖିବା ଉଚିତ୍ ଏବଂ ମେଜର ବିପରୀତ ପାର୍ଶ୍ୱରେ ପବିତ୍ର ତମ୍ବୁର ଦକ୍ଷିଣକୁ ଦୀପ ରଖିବା ଉଚିତ୍। ପବିତ୍ର ତମ୍ବୁର ଉତ୍ତର ପାର୍ଶ୍ୱକୁ ମେଜ ରଖ।

Gade chapit la Kopi




ଯାତ୍ରା ପୁସ୍ତକ 26:35
7 Referans Kwoze  

ଏଥିଉତ୍ତାରେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମେଜ ସମ୍ମୁଖରେ ଆବାସର ଦକ୍ଷିଣ ପାର୍ଶ୍ୱରେ ସମାଗମ-ତମ୍ବୁରେ ଦୀପବୃକ୍ଷ ରଖିଲେ


ଏଉତ୍ତାରେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେ ଆବାସର ଉତ୍ତର ପାର୍ଶ୍ୱରେ ବିଚ୍ଛେଦ ବସ୍ତ୍ରର ବାହାରେ ସମାଗମ-ତମ୍ବୁରେ ମେଜ ରଖିଲେ;


କାରଣ ଗୋଟିଏ ତମ୍ବୁ ନିର୍ମିତ ହୋଇଥିଲା, ସେଥିର ପ୍ରଥମ ଭାଗରେ ଦୀପବୃକ୍ଷ, ମେଜ ଓ ଉତ୍ସର୍ଗୀକୃତ ରୁଟି ଥିଲା ତାହାକୁ ପବିତ୍ର ସ୍ଥାନ ବୋଲି କହନ୍ତି ।


କିବା ଲୋକମାନେ ଦୀପ ଜାଳି ମାଣ ତଳେ ରଖନ୍ତି ନାହିଁ, ମାତ୍ର ଦୀପରୁଖା ଉପରେ ରଖନ୍ତି, ସେଥିରେ ତାହା ଗୃହରେ ଥିବା ସମସ୍ତ ଲୋକକୁ ଆଲୋକ ଦିଏ ।


ଏଉତ୍ତାରେ ମେଜ ଭିତରକୁ ଆଣି ତହିଁ ଉପରିସ୍ଥିତ ଦ୍ରବ୍ୟମାନ ଧାରାନୁସାରେ ରଖିବ; ଆଉ ଦୀପବୃକ୍ଷ ଭିତରକୁ ଆଣି ତହିଁର ପ୍ରଦୀପ ସକଳ ଜାଳିବ।


Swiv nou:

Piblisite


Piblisite