ଯାତ୍ରା ପୁସ୍ତକ 26:5 - ଓଡିଆ ବାଇବେଲ5 ଅର୍ଥାତ୍, ପ୍ରଥମ ଯବନିକାର ଧଡ଼ିରେ ପଚାଶ ଫାଶ କରିବ ଓ ଯୋଡ଼ସ୍ଥାନର ଦ୍ୱିତୀୟ ଯବନିକାର ଧଡ଼ିରେ ପଚାଶ ଫାଶ କରିବ; ସେହି ଦୁଇ ଫାଶ-ଶ୍ରେଣୀ ପରସ୍ପର ସମ୍ମୁଖୀନ ରହିବ। Gade chapit laପବିତ୍ର ବାଇବଲ (Re-edited) - (BSI)5 ଅର୍ଥାତ୍, ପ୍ରଥମ ଯବନିକାର ଧଡ଼ିରେ ପଚାଶ ଘୁଣ୍ତିଘରା କରିବ ଓ ଯୋଡ଼ସ୍ଥାନର ଦ୍ଵିତୀୟ ଯବନିକାର ଧଡ଼ିରେ ପଚାଶ ଘୁଣ୍ତିଘରା କରିବ; ସେହି ଦୁଇ ଘୁଣ୍ତିଘରା-ଶ୍ରେଣୀ ପରସ୍ପର ସମ୍ମୁଖୀନ ରହିବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଅର୍ଥାତ୍, ପ୍ରଥମ ଯବନିକାର ଧଡ଼ିରେ ପଚାଶ ଫାଶ କରିବ ଓ ଯୋଡ଼ସ୍ଥାନର ଦ୍ୱିତୀୟ ଯବନିକାର ଧଡ଼ିରେ ପଚାଶ ଫାଶ କରିବ; ସେହି ଦୁଇ ଫାଶ-ଶ୍ରେଣୀ ପରସ୍ପର ସମ୍ମୁଖୀନ ରହିବ। Gade chapit laପବିତ୍ର ବାଇବଲ5 ପ୍ରଥମ କପଡ଼ା ଧଡ଼ିରେ ପଗ୍ଭଶ୍ ଘୁଣ୍ଡିଘରା କରିବ। ଯୋଡ଼ ସ୍ଥାନର ଦ୍ୱିତୀୟ କପଡ଼ା ଧଡ଼ିରେ ପଗ୍ଭଶ୍ ଘୁଣ୍ଡିଘରା କରିବ। ସେହି ଦୁଇ ଘୁଣ୍ଡିଘରା ଶ୍ରେଣୀରେ ପରସ୍ପର ସମ୍ମୁଖୀନ ରହିବ। Gade chapit la |