ଯାତ୍ରା ପୁସ୍ତକ 27:21 - ଓଡିଆ ବାଇବେଲ21 ଆଉ ସମାଗମ-ତମ୍ବୁରେ ସାକ୍ଷ୍ୟ ସିନ୍ଦୁକ ସମ୍ମୁଖସ୍ଥ ବିଚ୍ଛେଦ ବସ୍ତ୍ରର ବାହାରେ ହାରୋଣ ଓ ତାହାର ପୁତ୍ରଗଣ ସନ୍ଧ୍ୟା ସମୟରୁ ପ୍ରଭାତ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ସାକ୍ଷାତରେ ତାହା ସଜାଇ ରଖିବେ; ଏହା ଇସ୍ରାଏଲ ସନ୍ତାନମାନଙ୍କର ପୁରୁଷାନୁକ୍ରମେ ପାଳନୀୟ ଅନନ୍ତକାଳୀନ ବିଧି ହେବ। Gade chapit laପବିତ୍ର ବାଇବଲ (Re-edited) - (BSI)21 ଆଉ ସମାଗମ-ତମ୍ଵୁରେ ସାକ୍ଷ୍ୟସିନ୍ଦୁକ ସମ୍ମୁଖସ୍ଥ ବିଚ୍ଛେଦବସ୍ତ୍ରର ବାହାରେ ହାରୋଣଓ ତାହାର ପୁତ୍ରଗଣ ସନ୍ଧ୍ୟା ସମୟରୁ ପ୍ରଭାତ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ସାକ୍ଷାତରେ ତାହା ସଜାଇ ରଖିବେନ୍ତଏହା ଇସ୍ରାଏଲ-ସନ୍ତାନମାନଙ୍କର ପୁରୁଷାନୁକ୍ରମେ ପାଳନୀୟ ଅନନ୍ତକାଳୀନ ବିଧି ହେବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ଆଉ ସମାଗମ-ତମ୍ବୁରେ ସାକ୍ଷ୍ୟ-ସିନ୍ଦୁକ ସମ୍ମୁଖସ୍ଥ ବିଚ୍ଛେଦ ବସ୍ତ୍ରର ବାହାରେ ହାରୋଣ ଓ ତାହାର ପୁତ୍ରଗଣ ସନ୍ଧ୍ୟା ସମୟରୁ ପ୍ରଭାତ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ସାକ୍ଷାତରେ ତାହା ସଜାଇ ରଖିବେ; ଏହା ଇସ୍ରାଏଲ ସନ୍ତାନମାନଙ୍କର ପୁରୁଷାନୁକ୍ରମେ ପାଳନୀୟ ଅନନ୍ତକାଳୀନ ବିଧି ହେବ। Gade chapit laପବିତ୍ର ବାଇବଲ21 ହାରୋଣ ଓ ତା'ର ପୁତ୍ରମାନେ ପରଦା ପଛରେ ଥିବା ନିୟମ-ସିନ୍ଦୁକ ଓ ଏହାର ସମ୍ମୁଖରେ ଥିବା ଏହାକୁ ସନ୍ଧ୍ୟାରୁ ସକାଳ ପର୍ଯ୍ୟନ୍ତ ପ୍ରସ୍ତୁତ ରଖିବା ଉଚିତ୍। ଏହି ବ୍ୟବସ୍ଥା ଇସ୍ରାଏଲ ଲୋକମାନଙ୍କ ପାଇଁ ସର୍ବଦା ପ୍ରଜୁଯ୍ୟ ହେବ।” Gade chapit la |
ସେମାନେ ପ୍ରତି ପ୍ରଭାତରେ ଓ ପ୍ରତି ସନ୍ଧ୍ୟାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ଓ ସୁଗନ୍ଧି ଧୂପ ଦଗ୍ଧ କରୁଅଛନ୍ତି; ସେମାନେ ପବିତ୍ର ମେଜ ଉପରେ ଦର୍ଶନୀୟ ରୁଟି ଓ ପ୍ରତି ସନ୍ଧ୍ୟାରେ ଜ୍ୱଳାଇବା ପାଇଁ ପ୍ରଦୀପ ସହିତ ସ୍ୱର୍ଣ୍ଣମୟ ଦୀପବୃକ୍ଷ ସଜାନ୍ତି; କାରଣ ଆମ୍ଭେମାନେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ରକ୍ଷଣୀୟ ରକ୍ଷା କରୁଅଛୁ; ମାତ୍ର ତୁମ୍ଭେମାନେ ତାହାଙ୍କୁ ପରିତ୍ୟାଗ କରିଅଛ।