ଯାତ୍ରା ପୁସ୍ତକ 27:8 - ଓଡିଆ ବାଇବେଲ8 ତୁମ୍ଭେ ଫମ୍ପା ରଖି ପଟାରେ ତାହା କରିବ, ପର୍ବତରେ ତୁମ୍ଭକୁ ଯେରୂପ ପ୍ରଦର୍ଶିତ ହୋଇଥିଲା, ସେରୂପେ ଲୋକମାନେ କରିବେ। Gade chapit laପବିତ୍ର ବାଇବଲ (Re-edited) - (BSI)8 ତୁମ୍ଭେ ଫମ୍ପା ରଖି ପଟାରେ ତାହା କରିବ, ପର୍ବତରେ ତୁମ୍ଭକୁ ଯେରୂପ ପ୍ରଦର୍ଶିତ ହେଲା, ସେରୂପେ ଲୋକମାନେ କରିବେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ତୁମ୍ଭେ ଫମ୍ପା ରଖି ପଟାରେ ତାହା କରିବ, ପର୍ବତରେ ତୁମ୍ଭକୁ ଯେରୂପ ପ୍ରଦର୍ଶିତ ହୋଇଥିଲା, ସେରୂପେ ଲୋକମାନେ କରିବେ। Gade chapit laପବିତ୍ର ବାଇବଲ8 ତୁମ୍ଭେ ଯଜ୍ଞବେଦିକୁ ଫମ୍ପା ସିନ୍ଦୁକ ପରି ରଖ। ପର୍ବତରେ ତୁମ୍ଭକୁ ଯେଉଁ ରୂପେ ଦେଖାଇଥିଲି ସେହିପରି ଭାବରେ ବେଦି ନିର୍ମାଣ କରାଯିବା ଉଚିତ୍। Gade chapit la |