Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 28:10 - ଓଡିଆ ବାଇବେଲ

10 ଅର୍ଥାତ୍‍, ସେମାନଙ୍କ ବଂଶାବଳୀ ଅନୁସାରେ ଛଅ ନାମ ଏକ ମଣି ଉପରେ ଓ ଅବଶିଷ୍ଟ ଛଅ ନାମ ଅନ୍ୟ ମଣି ଉପରେ ଖୋଦିତ କରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ଅର୍ଥାତ୍, ସେମାନଙ୍କ ବଂଶାବଳୀ ଅନୁସାରେ ଛଅ ନାମ ଏକ ମଣି ଉପରେ ଓ ଅବଶିଷ୍ଟ ଛଅ ନାମ ଅନ୍ୟ ମଣି ଉପରେ ଖୋଳିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ଅର୍ଥାତ୍‍, ସେମାନଙ୍କ ବଂଶାବଳୀ ଅନୁସାରେ ଛଅ ନାମ ଏକ ମଣି ଉପରେ ଓ ଅବଶିଷ୍ଟ ଛଅ ନାମ ଅନ୍ୟ ମଣି ଉପରେ ଖୋଦିତ କରିବ।

Gade chapit la Kopi

ପବିତ୍ର ବାଇବଲ

10 ଛଅଟି ନାମ ଏକ ମଣି ଉପରେ ଓ ଅବଶିଷ୍ଟ ଛଅଟି ନାମ ମଣି ଉପରେ ରହିବ। ଏହିସବୁ ନାମଗୁଡ଼ିକ ସେମାନଙ୍କର ଜନ୍ମ ଅନୁସାରେ ତାଲିକାଭୁକ୍ତ କରାଯିବା ଉଚିତ୍।

Gade chapit la Kopi




ଯାତ୍ରା ପୁସ୍ତକ 28:10
4 Referans Kwoze  

ଏଥିଉତ୍ତାରେ ଯୋଷେଫଙ୍କ ସମ୍ମୁଖରେ ସେମାନଙ୍କର ଜ୍ୟେଷ୍ଠ ଜ୍ୟେଷ୍ଠ ସ୍ଥାନରେ ଓ କନିଷ୍ଠ କନିଷ୍ଠ ସ୍ଥାନରେ ବସିଲେ; ତହିଁରେ ସେମାନେ ପରସ୍ପର ଆଶ୍ଚର୍ଯ୍ୟ ବୋଧ କଲେ।


ଏଥିଉତ୍ତାରେ ତୁମ୍ଭେ ଦୁଇ ଗୋମେଦକ ମଣି ଘେନି ତହିଁ ଉପରେ ଇସ୍ରାଏଲର ପୁତ୍ରମାନଙ୍କ ନାମ ଖୋଦିତ କରିବ।


ଶିଳ୍ପ କର୍ମରେ ମୁଦ୍ରା ଖୋଦିତ କରିବା ନ୍ୟାୟ ସେହି ଦୁଇ ମଣି ଉପରେ ଇସ୍ରାଏଲର ପୁତ୍ରଗଣର ନାମ ଖୋଦିତ କରିବ, ପୁଣି, ତାହା ଦୁଇ ସ୍ୱର୍ଣ୍ଣାଧାରରେ ବନ୍ଦ କରିବ।


Swiv nou:

Piblisite


Piblisite