Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 28:16 - ଓଡିଆ ବାଇବେଲ

16 ତାହା ଚତୁଷ୍କୋଣ ଓ ଦୋହରା ହେବ; ତହିଁର ଦୈର୍ଘ୍ୟ ଏକ ଚାଖଣ୍ଡ ଓ ପ୍ରସ୍ଥ ଏକ ଚାଖଣ୍ଡ ହେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ତାହା ଚତୁଷ୍କୋଣ ଓ ଦୋହରା ହେବ; ତହିଁର ଦୈର୍ଘ୍ୟ ଏକ ଚାଖଣ୍ତ ଓ ପ୍ରସ୍ଥ ଏକ ଚାଖଣ୍ତ ହେବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ତାହା ଚତୁଷ୍କୋଣ ଓ ଦୋହରା ହେବ; ତହିଁର ଦୈର୍ଘ୍ୟ ଏକ ଚାଖଣ୍ଡ ଓ ପ୍ରସ୍ଥ ଏକ ଚାଖଣ୍ଡ ହେବ।

Gade chapit la Kopi

ପବିତ୍ର ବାଇବଲ

16 ଚତୁଷ୍କୋଣ ଓ ଦୋହରା ହେବ। ତହିଁର ଦୀର୍ଘତା ଏକ ଗ୍ଭଖଣ୍ଡ ଓ ପ୍ରସ୍ଥ ଏକ ଗ୍ଭଖଣ୍ଡ ହେବ।

Gade chapit la Kopi




ଯାତ୍ରା ପୁସ୍ତକ 28:16
3 Referans Kwoze  

ପୁଣି, ଶିଳ୍ପ କର୍ମରେ ବିଚାରାର୍ଥକ ବୁକୁପଟା କରିବ, ଅର୍ଥାତ୍‍, ଏଫୋଦର କର୍ମାନୁସାରେ ସ୍ୱର୍ଣ୍ଣରେ ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୌମସୂତ୍ରରେ ନିପୁଣ ଶିଳ୍ପକାରର କର୍ମ ଦ୍ୱାରା ତାହା ପ୍ରସ୍ତୁତ କରିବ।


ପୁଣି, ତାହାକୁ ଚାରି ଧାଡି ମଣିରେ ଖଚିତ କରିବ, ତହିଁର ପ୍ରଥମ ଧାଡିରେ ଚୂଣୀ, ପୀତମଣି ଓ ମରକତ;


ପୁଣି, ତାହା ଚାରି ଧାଡି ମଣିରେ ଖଚିତ କଲେ; ତହିଁର ପ୍ରଥମ ଧାଡିରେ ଚୁଣି, ପୀତମଣି ଓ ମରକତ,


Swiv nou:

Piblisite


Piblisite