Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 28:5 - ଓଡିଆ ବାଇବେଲ

5 ସେମାନେ ସୁବର୍ଣ୍ଣ, ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୌମସୂତ୍ର ନେବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ସେମାନେ ସୁବର୍ଣ୍ଣ ଓ ନୀଳ ଓ ଧୂମ୍ର ଓ ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୌମସୂତ୍ର ନେବେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ସେମାନେ ସୁବର୍ଣ୍ଣ, ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୌମସୂତ୍ର ନେବେ।

Gade chapit la Kopi

ପବିତ୍ର ବାଇବଲ

5 ସେମାନେ ସୁବର୍ଣ୍ଣ, ନୀଳ ଓ ଧୂମ୍ର ଓ ସିନ୍ଦୁରବର୍ଣ୍ଣ ଓ ବଳା ଶୁଭ୍ର କ୍ଷୋମ ସୁତ୍ର ହେବ।

Gade chapit la Kopi




ଯାତ୍ରା ପୁସ୍ତକ 28:5
3 Referans Kwoze  

ଏଥିଉତ୍ତାରେ ଲୋକମାନେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ନୀଳ, ଧୂମ୍ର ଓ ସିନ୍ଦୂର ବର୍ଣ୍ଣ ସୂତ୍ର ଦ୍ୱାରା ପବିତ୍ର ସ୍ଥାନରେ ସେବା କରିବା ନିମନ୍ତେ ସୁଶୋଭିତ ବସ୍ତ୍ର ପ୍ରସ୍ତୁତ କଲେ, ଆଉ ହାରୋଣଙ୍କ ନିମନ୍ତେ ପବିତ୍ର ବସ୍ତ୍ର ପ୍ରସ୍ତୁତ କଲେ।


Swiv nou:

Piblisite


Piblisite