Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 29:3 - ଓଡିଆ ବାଇବେଲ

3 ପୁଣି, ଗୋଟିଏ ଡାଲାରେ ତାହା ରଖିବ, ସେହି ଗୋବତ୍ସ ଓ ଦୁଇ ମେଷ ସଙ୍ଗରେ ଘେନି ସେହି ଡାଲା ଆଣିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ପୁଣି ଗୋଟିଏ ଡାଲାରେ ତାହା ରଖିବ ଓ ସେହି ଗୋବତ୍ସ ଓ ଦୁଇ ମେଷ ସଙ୍ଗରେ ଘେନି ସେହି ଡାଲା ଆଣିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ପୁଣି, ଗୋଟିଏ ଡାଲାରେ ତାହା ରଖିବ, ସେହି ଗୋବତ୍ସ ଓ ଦୁଇ ମେଷ ସଙ୍ଗରେ ଘେନି ସେହି ଡାଲା ଆଣିବ।

Gade chapit la Kopi

ପବିତ୍ର ବାଇବଲ

3 ଏହି ପିଠା ଓ ରୋଟୀତକ ଡାଲାରେ ରଖ। ଏହା ପରେ ସେହି ଡାଲା ସହିତ ଏକ ଗୋବତ୍ସ ଓ ଦୁଇଟି ଅଣ୍ଡିରା ମେଷ ସମାଗମ-ତମ୍ବୁ ନିକଟକୁ ଆଣ।

Gade chapit la Kopi




ଯାତ୍ରା ପୁସ୍ତକ 29:3
6 Referans Kwoze  

ତହିଁ ଉତ୍ତାରେ ସେ ତାଡ଼ିଶୂନ୍ୟ ରୁଟିର ଡାଲା ସହିତ ମଙ୍ଗଳାର୍ଥକ ମେଷବଳି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ; ମଧ୍ୟ ଯାଜକ ତହିଁର ଭକ୍ଷ୍ୟ-ନୈବେଦ୍ୟ ଓ ପେୟ-ନୈବେଦ୍ୟ ଉତ୍ସର୍ଗ କରିବ।


ତହୁଁ ମୋଶା ହାରୋଣଙ୍କୁ ଓ ତାଙ୍କର ପୁତ୍ରଗଣଙ୍କୁ କହିଲେ, “ସମାଗମ-ତମ୍ବୁର ଦ୍ୱାର ନିକଟରେ ମାଂସ ରନ୍ଧନ କର; ଆଉ ‘ହାରୋଣ ଓ ତାହାର ପୁତ୍ରଗଣ ତାହା ଭୋଜନ କରିବେ,’ ଆମ୍ଭର ଏହି ଆଜ୍ଞାନୁସାରେ ସେହି ସ୍ଥାନରେ ତାହା ଓ ପଦନିଯୋଗାର୍ଥକ ଟୋକେଇରେ ଥିବା ରୁଟି ଭୋଜନ କର।


ଆଉ, ସେ ସଦାପ୍ରଭୁଙ୍କ ସମ୍ମୁଖସ୍ଥ ତାଡ଼ିଶୂନ୍ୟ ରୁଟିର ଟୋକେଇରୁ ଗୋଟିଏ ତାଡ଼ିଶୂନ୍ୟ ପିଠା ଓ ତୈଳଲେପିତ ରନ୍ଧନ ହୋଇଥିବା ରୁଟିର ଗୋଟିଏ ପିଠା ଓ ଗୋଟିଏ ସରୁ ଚକୁଳି ନେଇ ମେଦ ଓ ଡାହାଣ ଜଙ୍ଘ ଉପରେ ରଖିଲେ;


“ତୁମ୍ଭେ ହାରୋଣକୁ ଓ ତାହା ସହିତ ତାହାର ପୁତ୍ରଗଣଙ୍କୁ, ଆଉ ବସ୍ତ୍ରସକଳ, ଅଭିଷେକାର୍ଥକ ତୈଳ, ପାପାର୍ଥକ ବଳିର ଗୋବତ୍ସ, ଦୁଇ ମେଷ ଓ ତାଡ଼ିଶୂନ୍ୟ ରୁଟିର ଟୋକେଇ ଆପଣା ସଙ୍ଗେ ନିଅ।


ପୁଣି, ତାଡ଼ିଶୂନ୍ୟ ରୁଟି, ତୈଳ ମିଶ୍ରିତ ତାଡ଼ିଶୂନ୍ୟ ପିଠା ଓ ତୈଳଯୁକ୍ତ ତାଡ଼ିଶୂନ୍ୟ ସରୁ ଚକୁଳି ଗହମ ମଇଦାରେ ପ୍ରସ୍ତୁତ କରିବ।


ଆଉ ହାରୋଣକୁ ଓ ତାହାର ପୁତ୍ରଗଣକୁ ସମାଗମ-ତମ୍ବୁ-ଦ୍ୱାର ନିକଟକୁ ଆଣି ଜଳରେ ସେମାନଙ୍କୁ ସ୍ନାନ କରାଇବ।


Swiv nou:

Piblisite


Piblisite