ଯାତ୍ରା ପୁସ୍ତକ 3:11 - ଓଡିଆ ବାଇବେଲ11 ତହିଁରେ ମୋଶା ପରମେଶ୍ୱରଙ୍କୁ କହିଲେ, “ମୁଁ କିଏ ଯେ, ଫାରୋଙ୍କ ନିକଟକୁ ଯାଇ ମିସର ଦେଶରୁ ଇସ୍ରାଏଲ ସନ୍ତାନଗଣକୁ ବାହାର କରି ଆଣିବି ?” Gade chapit laପବିତ୍ର ବାଇବଲ (Re-edited) - (BSI)11 ତହିଁରେ ମୋଶା ପରମେଶ୍ଵରଙ୍କୁ କହିଲେ, ମୁଁ କିଏ ଯେ, ଫାରୋଙ୍କ ନିକଟକୁ ଯାଇ ମିସର ଦେଶରୁ ଇସ୍ରାଏଲ ସନ୍ତାନଗଣକୁ ବାହାର କରି ଆଣିବି? Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ତହିଁରେ ମୋଶା ପରମେଶ୍ୱରଙ୍କୁ କହିଲେ, “ମୁଁ କିଏ ଯେ, ଫାରୋଙ୍କ ନିକଟକୁ ଯାଇ ମିସର ଦେଶରୁ ଇସ୍ରାଏଲ-ସନ୍ତାନଗଣକୁ ବାହାର କରି ଆଣିବି?” Gade chapit laପବିତ୍ର ବାଇବଲ11 କିନ୍ତୁ ମୋଶା ପରମେଶ୍ୱରଙ୍କୁ କହିଲେ, “ମୁଁ ଫାରୋ ନିକଟକୁ ଯିବା ପାଇଁ କିଏ? କିପରି ମୁଁ ଇସ୍ରାଏଲୀୟମାନଙ୍କୁ ମିଶର ଦେଶରୁ ବାହାରକୁ ଆଣିବି?” Gade chapit la |