ଯାତ୍ରା ପୁସ୍ତକ 3:20 - ଓଡିଆ ବାଇବେଲ20 ତହିଁରେ ଆମ୍ଭେ ଆପଣା ହସ୍ତ ବିସ୍ତାର କରି ଦେଶ ମଧ୍ୟରେ ଯେ ସକଳ ଆଶ୍ଚର୍ଯ୍ୟ କର୍ମ କରିବା; ତଦ୍ଦ୍ୱାରା ମିସରକୁ ଆଘାତ କଲା ଉତ୍ତାରେ ସେ ତୁମ୍ଭମାନଙ୍କୁ ଯିବାକୁ ଦେବ। Gade chapit laପବିତ୍ର ବାଇବଲ (Re-edited) - (BSI)20 ତହିଁରେ ଆମ୍ଭେ ଆପଣା ହସ୍ତ ବିସ୍ତାର କରି ଦେଶ ମଧ୍ୟରେ ଯେ ସକଳ ଆଶ୍ଚର୍ଯ୍ୟ କର୍ମ କରିବା; ତଦ୍ଦ୍ଵାରା ମିସରକୁ ଆଘାତ କଲା ଉତ୍ତାରେ ସେ ତୁମ୍ଭମାନଙ୍କୁ ଯିବାକୁ ଦେବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ତହିଁରେ ଆମ୍ଭେ ଆପଣା ହସ୍ତ ବିସ୍ତାର କରି ଦେଶ ମଧ୍ୟରେ ଯେସକଳ ଆଶ୍ଚର୍ଯ୍ୟକର୍ମ କରିବା; ତଦ୍ଦ୍ୱାରା ମିସରକୁ ଆଘାତ କଲା ଉତ୍ତାରେ ସେ ତୁମ୍ଭମାନଙ୍କୁ ଯିବାକୁ ଦେବ। Gade chapit laପବିତ୍ର ବାଇବଲ20 ତେଣୁ ଆମ୍ଭେ ଆପଣା ମହାନ ଶକ୍ତି ମିଶର ବିରୁଦ୍ଧରେ କାର୍ଯ୍ୟ କରାଇବା। ଆମ୍ଭେ ମିଶରରେ ଆଶ୍ଚର୍ଯ୍ୟ କର୍ମମାନ ଘଟାଇବା, ଏହା ଆମ୍ଭେ କରିବା ପରେ ସେ ତୁମ୍ଭମାନଙ୍କୁ ଯିବାକୁ ଦେବ। Gade chapit la |
କିଅବା ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ମିସରରେ ତୁମ୍ଭମାନଙ୍କ ସାକ୍ଷାତରେ ଯେଉଁ ସକଳ କର୍ମ କରିଅଛନ୍ତି, କି ତଦନୁସାରେ ପରୀକ୍ଷାସିଦ୍ଧ ପ୍ରମାଣ ଦ୍ୱାରା, ଚିହ୍ନ ଦ୍ୱାରା, ଆଶ୍ଚର୍ଯ୍ୟ କର୍ମ ଦ୍ୱାରା, ଯୁଦ୍ଧ ଦ୍ୱାରା, ପରାକ୍ରାନ୍ତ ହସ୍ତ ଦ୍ୱାରା, ବିସ୍ତାରିତ ବାହୁ ଦ୍ୱାରା ଓ ଭୟଙ୍କର ମହାକର୍ମ ଦ୍ୱାରା ଅନ୍ୟ ଦେଶୀୟ ଲୋକଙ୍କ ମଧ୍ୟରୁ ଆପଣା ନିମନ୍ତେ ଏକ ଗୋଷ୍ଠୀ ଗ୍ରହଣ କରିବାକୁ ଆସି ଉପକ୍ରମ କରିଅଛନ୍ତି।