ଯାତ୍ରା ପୁସ୍ତକ 30:8 - ଓଡିଆ ବାଇବେଲ8 ପୁଣି, ସନ୍ଧ୍ୟା କାଳେ ହାରୋଣ ପ୍ରଦୀପ ଜ୍ୱଳାଇବା ସମୟରେ ଧୂପ ଜ୍ୱଳାଇବ, ତହିଁରେ ତୁମ୍ଭମାନଙ୍କର ପୁରୁଷାନୁକ୍ରମେ ସଦାପ୍ରଭୁଙ୍କ ସମ୍ମୁଖରେ ନିତ୍ୟ ନିତ୍ୟ ଧୂପ-ଦାହ ହେବ। Gade chapit laପବିତ୍ର ବାଇବଲ (Re-edited) - (BSI)8 ପୁଣି ସନ୍ଧ୍ୟା କାଳେ ହାରୋଣ ପ୍ରଦୀପ ଜ୍ଵଳାଇବା ସମୟରେ ଧୂପ ଜ୍ଵଳାଇବ, ତହିଁରେ ତୁମ୍ଭମାନଙ୍କର ପୁରୁଷାନୁକ୍ରମେ ସଦାପ୍ରଭୁଙ୍କ ସମ୍ମୁଖରେ ନିତ୍ୟ ନିତ୍ୟ ଧୂପ-ଦାହ ହେବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ପୁଣି, ସନ୍ଧ୍ୟାକାଳେ ହାରୋଣ ପ୍ରଦୀପ ଜ୍ୱଳାଇବା ସମୟରେ ଧୂପ ଜ୍ୱଳାଇବ, ତହିଁରେ ତୁମ୍ଭମାନଙ୍କର ପୁରୁଷାନୁକ୍ରମେ ସଦାପ୍ରଭୁଙ୍କ ସମ୍ମୁଖରେ ନିତ୍ୟ ନିତ୍ୟ ଧୂପଦାହ ହେବ। Gade chapit laପବିତ୍ର ବାଇବଲ8 ପୁଣି ସନ୍ଧ୍ୟା ସମୟରେ ହାରୋଣ ପ୍ରଦୀପ ଜଳାଇବା ସମୟରେ ଧୂପ ଜଳାଇବ, ତହିଁରେ ସେମାନଙ୍କର ପୁରୁଷାନୁକ୍ରମେ ସଦାପ୍ରଭୁଙ୍କ ସମ୍ମୁଖରେ ପ୍ରତ୍ୟେକ ଦିନ ଧୂପ ଜଳାଇବ। Gade chapit la |
ପୁଣି, ସେମାନେ ଉଷୀୟ ରାଜାଙ୍କୁ ନିବାରଣ କରି ତାଙ୍କୁ କହିଲେ, ହେ ଉଷୀୟ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇବା ପାଇଁ ଆପଣଙ୍କର ଅଧିକାର ନାହିଁ, ମାତ୍ର ହାରୋଣଙ୍କର ସନ୍ତାନ ଯେଉଁ ଯାଜକମାନେ ଧୂପ ଜ୍ୱଳାଇବା ପାଇଁ ପବିତ୍ରୀକୃତ ହୋଇଅଛନ୍ତି, ସେମାନଙ୍କର ଅଧିକାର ଅଟେ; ପବିତ୍ର ସ୍ଥାନରୁ ବାହାରି ଯାଉନ୍ତୁ; ଆପଣ ସତ୍ୟ-ଲଙ୍ଘନ କରିଅଛନ୍ତି; ଏହା ସଦାପ୍ରଭୁ ପରମେଶ୍ୱରଙ୍କଠାରୁ ଆପଣଙ୍କ ଗୌରବାର୍ଥେ ହେବ ନାହିଁ।