ଯାତ୍ରା ପୁସ୍ତକ 32:10 - ଓଡିଆ ବାଇବେଲ10 ଏଣୁ ତୁମ୍ଭେ ଏବେ ଆମ୍ଭଙ୍କୁ ଛାଡ଼ି ଦିଅ, ମୋହର କ୍ରୋଧ ସେମାନଙ୍କ ପ୍ରତିକୂଳରେ ପ୍ରଜ୍ୱଳିତ ହେଉ, ତହିଁରେ ଆମ୍ଭେ ସେମାନଙ୍କୁ ସଂହାର କରିବା; ମାତ୍ର ଆମ୍ଭେ ତୁମ୍ଭକୁ ମହାଗୋଷ୍ଠୀ କରିବା। Gade chapit laପବିତ୍ର ବାଇବଲ (Re-edited) - (BSI)10 ଏଣୁ ତୁମ୍ଭେ ଏବେ ଆମ୍ଭଙ୍କୁ ଛାଡ଼ି ଦିଅ, ଆମ୍ଭର କ୍ରୋଧ ସେମାନଙ୍କ ପ୍ରତିକୂଳରେ ପ୍ରଜ୍ଵଳିତ ହେଉ, ତହିଁରେ ଆମ୍ଭେ ସେମାନଙ୍କୁ ସଂହାର କରିବା; ମାତ୍ର ଆମ୍ଭେ ତୁମ୍ଭକୁ ମହାଗୋଷ୍ଠୀ କରିବା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଏଣୁ ତୁମ୍ଭେ ଏବେ ଆମ୍ଭଙ୍କୁ ଛାଡ଼ିଦିଅ, ମୋହର କ୍ରୋଧ ସେମାନଙ୍କ ପ୍ରତିକୂଳରେ ପ୍ରଜ୍ୱଳିତ ହେଉ, ତହିଁରେ ଆମ୍ଭେ ସେମାନଙ୍କୁ ସଂହାର କରିବା; ମାତ୍ର ଆମ୍ଭେ ତୁମ୍ଭକୁ ମହାଗୋଷ୍ଠୀ କରିବା।” Gade chapit laପବିତ୍ର ବାଇବଲ10 ତେଣୁ ବର୍ତ୍ତମାନ ମୋତେ ବିରକ୍ତ କର ନାହିଁ, ଯେଉଁଥିପାଇଁ ମୁଁ ସେମାନଙ୍କୁ ମୋର କ୍ରୋଧରେ ଧ୍ୱଂସ କରିବି। ଏହା ପରେ ମୁଁ ତୁମ୍ଭଠାରୁ ଏକ ମହାନ ଜାତି ସୃଷ୍ଟି କରିବି।” Gade chapit la |
ମାତ୍ର ଇସ୍ରାଏଲ ବଂଶ ପ୍ରାନ୍ତରରେ ଆମ୍ଭର ବିଦ୍ରୋହାଚାରୀ ହେଲେ; ସେମାନେ ଆମ୍ଭର ବିଧିରୂପ ପଥରେ ଚାଲିଲେ ନାହିଁ ଓ ଆମ୍ଭର ଶାସନସକଳ ଅଗ୍ରାହ୍ୟ କଲେ, ମନୁଷ୍ୟ ଯଦି ତାହା ପାଳନ କରେ, ତେବେ ତହିଁରେ ସେ ବଞ୍ଚିବ; ପୁଣି, ସେମାନେ ଆମ୍ଭର ବିଶ୍ରାମ ଦିନସକଳ ଅତ୍ୟନ୍ତ ଅପବିତ୍ର କଲେ; ସେତେବେଳେ ଆମ୍ଭେ ପ୍ରାନ୍ତରରେ ସେମାନଙ୍କୁ ସଂହାର କରିବା ନିମନ୍ତେ ସେମାନଙ୍କ ଉପରେ ଆପଣା କୋପ ଢାଳିବା ବୋଲି କହିଲୁ।